/odishatv-khabar/media/post_attachments/uploadimage/library/16_9/16_9_0/koraput55_1626437954.jpg)
koraput
କୋରାପୁଟ: ସ୍କୁଲ ଛାତ୍ରୀଙ୍କୁ ଅପହରଣ ଅଭିଯୋଗ। କୋରାପୁଟ ଦଶମନ୍ତପୁର ବ୍ଲକ ପରଜାବେଡାପଦର ସେବାଶ୍ରମ ସ୍କୁଲରେ ପଢୁଥିବା ୩ ସ୍କୁଲ ଛାତ୍ରୀଙ୍କୁ ଅପହରଣ କରଯାଇଥିବା ଅଭିଯୋଗ ହୋଇଛି।
Advertisment
ଅପହରଣ ହୋଇଥିବା ଛାତ୍ରୀଙ୍କ ମଧ୍ୟରେ ୨ ଜଣ ଷଷ୍ଠ ଶ୍ରେଣୀ ଏବଂ ଜଣେ ନବମ ଶ୍ରେଣୀର ଛାତ୍ରୀ ବୋଲି ସୂଚନା ମିଳିଛି। ଅନ୍ୟ ଛାତ୍ରୀଙ୍କ କହିବା ଅନୁସାରେ, ୭ ଜଣ ଛାତ୍ରୀ ଶୌଚ ପାଇଁ ଯାଇଥିବାବେଳେ କେହି ଦୁର୍ବୃତ୍ତ ସେମାନଙ୍କ ଉପରେ ଲାଇଟ ପକାଇଥିଲା। କିଛି ଛାତ୍ରୀ ସେଠାରେ ବେହୋସ ହୋଇଯାଇଥିଲେ। ପରେ ସେଠାରୁ ୩ ଛାତ୍ରୀ ନଥିବା ଜଣାପଡିଥିଲା।
ଛାତ୍ରୀ ଅପହରଣ ନେଇ ଦଶମନ୍ତପୁର ଥାନାରେ ଛାତ୍ରୀଙ୍କ ପରିବାର ଲୋକଙ୍କ ପକ୍ଷରୁ ମାମଲା ରୁଜୁ ହୋଇଛି।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)