Advertisment

ମାଟ୍ରିକ୍‌ ପରୀକ୍ଷାରେ ଝିଅଙ୍କ ବାଜିମାତ୍‌

କଟକ: ଆଜି ପ୍ରକାଶ ପାଇଛି ମାଟ୍ରିକ ପରୀକ୍ଷା ଫଳାଫଳ। ଏଥର ମୋଟ୍‌ ପାସ୍ ହାର ୭୬.୨୩ ପ୍ରତିଶତ। ଗତବର୍ଷ ଭଳି ଚଳିତବର୍ଷ ମଧ୍ୟ ଝିଅମାନେ ବାଜି ମାରି ନେଇଛନ୍ତି। ପୁଅଙ୍କ ଅପେକ୍ଷା ଝିଅଙ୍କ ପାସ୍‌ ହାର ଅଧିକ ଅଛି। ଚଳିତ ବର୍ଷ ୬ ଲକ୍ଷ ୮ହଜାର ୬ଶହ ୫୯ ଜଣ ମାଟ୍ରିକ୍‌ ପରୀକ୍ଷା ଦେଇଥିବାବେଳେ ସେମାନଙ୍କ ମଧ୍ୟରୁ ୨ଲକ୍ଷ ୨୨ ହଜାର ୪୩ ଜଣ ଝିଅ ପାସ୍‌ କରିଛନ୍ତି। ଅନ୍ୟପକ୍ଷରେ, ୨ଲକ୍ଷ ୧୬ ହଜାର ୩୦୫ଜଣ ପୁଅ […]

author-image
Otv Khabar Bureau
ମାଟ୍ରିକ୍‌ ପରୀକ୍ଷାରେ ଝିଅଙ୍କ ବାଜିମାତ୍‌

girls students

କଟକ: ଆଜି ପ୍ରକାଶ ପାଇଛି ମାଟ୍ରିକ ପରୀକ୍ଷା ଫଳାଫଳ। ଏଥର ମୋଟ୍‌ ପାସ୍ ହାର ୭୬.୨୩ ପ୍ରତିଶତ। ଗତବର୍ଷ ଭଳି ଚଳିତବର୍ଷ ମଧ୍ୟ ଝିଅମାନେ ବାଜି ମାରି ନେଇଛନ୍ତି। ପୁଅଙ୍କ ଅପେକ୍ଷା ଝିଅଙ୍କ ପାସ୍‌ ହାର ଅଧିକ ଅଛି।

Advertisment

ଚଳିତ ବର୍ଷ ୬ ଲକ୍ଷ ୮ହଜାର ୬ଶହ ୫୯ ଜଣ ମାଟ୍ରିକ୍‌ ପରୀକ୍ଷା ଦେଇଥିବାବେଳେ ସେମାନଙ୍କ ମଧ୍ୟରୁ ୨ଲକ୍ଷ ୨୨ ହଜାର ୪୩ ଜଣ ଝିଅ ପାସ୍‌ କରିଛନ୍ତି। ଅନ୍ୟପକ୍ଷରେ, ୨ଲକ୍ଷ ୧୬ ହଜାର ୩୦୫ଜଣ ପୁଅ ପାସ୍‌ କରିଛନ୍ତି।

ସୂଚନାଥାଉ କି, ଗତ‍ବର୍ଷ ୬ ଲକ୍ଷ ୫ ହଜାର ୭୧ ଜଣ ମାଟ୍ରିକ୍ ପରୀକ୍ଷା ଦେଇଥିବା ବେଳେ ସେମାନଙ୍କ ମଧ୍ୟରୁ ୨, ୪୭, ୮୯୬ ଜଣ ଝିଅ ପାସ୍ କରିଥିବାବେଳେ ୨,୩୮,୦୯୨ ପୁଅ ପାସ୍ କରିଥିଲେ।

Advertisment
Matric Exam Matric Results
Advertisment
Advertisment