/odishatv-khabar/media/post_attachments/uploadimage/library/16_9/16_9_0/manohar-parikar_1626430780.jpg)
manohar parikar
ପାନାଜୀ: ପୁଣିଥରେ ଗୋଆ ମୁଖ୍ୟମନ୍ତ୍ରୀ ମନୋହର ପାରିକରଙ୍କୁ ସ୍ୱାସ୍ଥ୍ୟଗତ ସମସ୍ୟା ନେଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଡିହାଇଡ୍ରେସନ ଓ କମ୍ ରକ୍ତ ଚାପ ଜନିତ ସମସ୍ୟା ନେଇ ରବିବାର ଦିନ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା।
Advertisment
ଏନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଜାରି କରାଯାଇଥିବା ବୟାନ ଅନୁସାରେ, ମୁଖ୍ୟମନ୍ତ୍ରୀଙ୍କ ଡ଼ିହାଇଡ଼୍ରେସନ ଥିଲା ଓ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି ହେବାଲାଗି ଉପଦେଶ ଦିଆଯାଇଥିଲା। ବର୍ତ୍ତମାନ ତାଙ୍କସ୍ୱାସ୍ଥ୍ୟାବସ୍ଥା ଭଲ ରହିଛି।
ସୂଚନାଥାଉ କି, ଫେବୃଆରୀ ୧୫ରେ କିଛି ସ୍ୱାସ୍ଥ୍ୟଗତ ସମସ୍ୟା ନେଇ ପାରିକରଙ୍କୁ ମୁମ୍ବାଇ ସ୍ଥିତ ଲୀଲାବତୀ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)