Advertisment

ଶ୍ରୀମନ୍ଦିର ମା’ ଲକ୍ଷ୍ମୀଙ୍କ ମଥାରେ ଲାଗିଲା ସୁବର୍ଣ୍ଣ କିରୀଟ

ପୁରୀ: ପୁରୀ ଶ୍ରୀମନ୍ଦିରରେ ମହାଲକ୍ଷ୍ମୀଙ୍କ ମଥାରେ ଲାଗିଲା ସୁବର୍ଣ୍ଣ କିରୀଟ। ଗତକାଲି ପବିତ୍ର ଅକ୍ଷୟ ତୃତୀୟା ଅବସରରେ ମା’ ଲକ୍ଷ୍ମୀଙ୍କ ମଥାରେ ସୁବର୍ଣ୍ଣ କିରୀଟ ଲଗାଯାଇଛି। ୭୫୫ ଗ୍ରାମ ଓଜନର ସୁବର୍ଣ୍ଣ କିରୀଟ ମା’ଙ୍କ ମଥାରେ ଶୋଭା ପାଉଛି।  କିରୀଟ ସ୍ଥାପନ ବେଳେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ, ଜିଲ୍ଲାପାଳ ଏବଂ ଏସ୍‌ପିଙ୍କ ସମେତ ମା’ ଲକ୍ଷ୍ମୀଙ୍କ ମନ୍ଦିରର ସେବାୟତ ମାନେ ଉପସ୍ଥିତ ଥିଲେ। ବହୁଦିନ ହେବ ମହାଲକ୍ଷ୍ମୀଙ୍କ କିରୀଟ ବଦଳାଇବାକୁ ଦାବି ହୋଇ ଆସୁଥିଲା।  ଦୀର୍ଘ ୬ମାସ […]

ଶ୍ରୀମନ୍ଦିର ମା’ ଲକ୍ଷ୍ମୀଙ୍କ ମଥାରେ ଲାଗିଲା ସୁବର୍ଣ୍ଣ କିରୀଟ

maha laxmi

Advertisment

ପୁରୀ: ପୁରୀ ଶ୍ରୀମନ୍ଦିରରେ ମହାଲକ୍ଷ୍ମୀଙ୍କ ମଥାରେ ଲାଗିଲା ସୁବର୍ଣ୍ଣ କିରୀଟ। ଗତକାଲି ପବିତ୍ର ଅକ୍ଷୟ ତୃତୀୟା ଅବସରରେ ମା’ ଲକ୍ଷ୍ମୀଙ୍କ ମଥାରେ ସୁବର୍ଣ୍ଣ କିରୀଟ ଲଗାଯାଇଛି।

Advertisment

୭୫୫ ଗ୍ରାମ ଓଜନର ସୁବର୍ଣ୍ଣ କିରୀଟ ମା’ଙ୍କ ମଥାରେ ଶୋଭା ପାଉଛି।  କିରୀଟ ସ୍ଥାପନ ବେଳେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ, ଜିଲ୍ଲାପାଳ ଏବଂ ଏସ୍‌ପିଙ୍କ ସମେତ ମା’ ଲକ୍ଷ୍ମୀଙ୍କ ମନ୍ଦିରର ସେବାୟତ ମାନେ ଉପସ୍ଥିତ ଥିଲେ।

ବହୁଦିନ ହେବ ମହାଲକ୍ଷ୍ମୀଙ୍କ କିରୀଟ ବଦଳାଇବାକୁ ଦାବି ହୋଇ ଆସୁଥିଲା।  ଦୀର୍ଘ ୬ମାସ ହେବ ପୁରୁଣା କିରୀଟ ମରାମତି କରାଯାଇ ମା’ ଙ୍କ ମଥାରେ ଲଗାଯାଇଥିଲା।

Advertisment

ଗତକାଲି ରାତି ସାଢେ ୯ଟାରେ ମା’ ଙ୍କ ମଥାରେ ନୂଆ କିରୀଟ ଲଗାଯାଇଛି। କେବଳ ସୁନାରେ ଏହି କିରୀଟ ତିଆରି ହୋଇଛି। ଏଥିରେ ବିଭିନ୍ନ ରଙ୍ଗର ଷ୍ଟୋନ୍‌ ମଧ୍ୟ ଲଗାଯାଇଛି।

Puri Puri Srimandir Goddess Laxmi Adorned With Golden Kirita Golden Kirita Of Goddess Laxmi
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ