bbsr airport
Advertisment
ଭୁବନେଶ୍ୱର: ପୁଣି ଭୁବନେଶ୍ୱର ବିମାନବନ୍ଦରରୁ ସୁନା ବିସ୍କୁଟ୍ ଜବତ। ଆଜି ବିମାନବନ୍ଦରରୁ ୧କିଲୋ ୨୦୦ ଗ୍ରାମର ସୁନା ବିସ୍କୁଟ୍ ଜବତ ହୋଇଛି।
Advertisment
ଯାହାର ଆନୁମାନିକ ମୂଲ୍ୟ ପ୍ରାୟ ୩୫ ଲକ୍ଷ ଟଙ୍କା ହେବ। କ୍ୱାଲାଲମ୍ପୁରରୁ ଆସିଥିବା ୨ ଦୁବାଇ ଯାତ୍ରୀଙ୍କ ଠାରୁ ଏହି ବିପୁଳ ପରିମାଣର ସୁନା ବିସ୍କୁଟ ଜବତ ହୋଇଛି।
ସୂଚନାଥାଉ କି, ଗତକାଲି ମଧ୍ୟ ଏୟାରପୋର୍ଟରୁ ୧୨ ଲକ୍ଷ ଟଙ୍କାର ସୁନା ଜବତ ହୋଇଥିଲା।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/bbsr-airport_1626434200.jpg)