gold seized from airport
Advertisment
ଭୁବନେଶ୍ୱର: ପୁଣି ଭୁବନେଶ୍ୱର ଏୟାରପୋର୍ଟ ବାହାରୁ ମିଳିଲା ବିଦେଶୀ ସୁନା। ୫ କିଲୋରୁ ଅଧିକ ସୁନା ଜବତ କରିଛି ରାଜସ୍ୱ ଗୁଇନ୍ଦା ନିର୍ଦ୍ଦେଶାଳୟ।
Advertisment
ଜବତ ସୁନାର ଆନୁମାନିକ ମୂଲ୍ୟ ୧ କୋଟି ୮୨ ଲକ୍ଷ ଟଙ୍କା ହେବ ବୋଲି ଅନୁମାନ କରାଯାଉଛି। ଏହି ଘଟଣାରେ ଗୁଇନ୍ଦା ଅଧିକାରୀ ୩ ଜଣଙ୍କୁ ଅଟକ ରଖିଛି। ଏମାନେ ସମସ୍ତେ ପ୍ରବାସୀ ଭାରତୀୟ ବୋଲି ଜଣାପଡ଼ିଛି କ୍ୱାଲାଲମ୍ପୁରରୁ ବିମାନରେ ଆସୁଥିବା ବେଳେ ସୁନାକୁ ଜବତ କରିବା ସହ ଏହି ୩ ଜଣଙ୍କୁ ଅଟକ ରଖାଯାଇଛି।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/gold-seized-from-airport_1626503896.jpg)