Advertisment

ଜଙ୍ଗଲରୁ ସରକାରୀ ଅଧିକାରୀଙ୍କ ଅର୍ଦ୍ଧ ଦଗ୍ଧ ଶରୀର ଉଦ୍ଧାର: ହତ୍ୟା ସନ୍ଦେହ

ଜୟପୁର: କୋରାପୁଟ ଜିଲ୍ଲା ବୋରିଗୁମ୍ମାରେ ଚାଞ୍ଚଲ୍ୟ। ଜଙ୍ଗଲ ଭିତରେ Cluster Resource Coordinator (ସିଆରସି)ଙ୍କୁ ପୋଡ଼ି ହତ୍ୟା ସନ୍ଦେହ। ବୋରିଗୁମା ଥାନା ଡାଙ୍ଗରା ନିକଟ ଜଙ୍ଗଲରୁ ସିଆରସିଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ ସିଆରସିଙ୍କ ପରିଚୟ ମିଳିଛି। ସେ ହେଲେ ଆମ୍ବାଗୁଡ଼ାର ସନ୍ଦୀପ ସିଲ୍। ସନ୍ଦୀପ ଗତକାଲିଠୁ ନିଖୋଜ ଥିଲେ। ତାଙ୍କ ପରିବାର ଲୋକେ କହିଛନ୍ତି ତାଙ୍କ ମୃତଦେହ ପାଖରେ ଏକ ବାଇକ୍ ପଡିଛି। ତେଣୁ କେହି ଡକାଇ ହତ୍ୟା ପରେ ଜାଳି ଦେଇଥିବା ସନ୍ଦେହ କରାଯାଉଛି। […]

ଜଙ୍ଗଲରୁ ସରକାରୀ ଅଧିକାରୀଙ୍କ ଅର୍ଦ୍ଧ ଦଗ୍ଧ ଶରୀର ଉଦ୍ଧାର: ହତ୍ୟା ସନ୍ଦେହ

govt official

Advertisment

ଜୟପୁର: କୋରାପୁଟ ଜିଲ୍ଲା ବୋରିଗୁମ୍ମାରେ ଚାଞ୍ଚଲ୍ୟ। ଜଙ୍ଗଲ ଭିତରେ Cluster Resource Coordinator (ସିଆରସି)ଙ୍କୁ ପୋଡ଼ି ହତ୍ୟା ସନ୍ଦେହ।

Advertisment

ବୋରିଗୁମା ଥାନା ଡାଙ୍ଗରା ନିକଟ ଜଙ୍ଗଲରୁ ସିଆରସିଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ ସିଆରସିଙ୍କ ପରିଚୟ ମିଳିଛି। ସେ ହେଲେ ଆମ୍ବାଗୁଡ଼ାର ସନ୍ଦୀପ ସିଲ୍।

ସନ୍ଦୀପ ଗତକାଲିଠୁ ନିଖୋଜ ଥିଲେ। ତାଙ୍କ ପରିବାର ଲୋକେ କହିଛନ୍ତି ତାଙ୍କ ମୃତଦେହ ପାଖରେ ଏକ ବାଇକ୍ ପଡିଛି। ତେଣୁ କେହି ଡକାଇ ହତ୍ୟା ପରେ ଜାଳି ଦେଇଥିବା ସନ୍ଦେହ କରାଯାଉଛି।

Advertisment

ତେବେ କିଏ କାହିଁକି ତାଙ୍କୁ ହତ୍ୟା କରିଛନ୍ତି କିମ୍ବା ଏହି ଘଟଣା ପଛରେ ରହସ୍ୟ କଣ ତାହା ଜଣାପଡ଼ିନି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନଭିନ୍  ଆରମ୍ଭ କରିଛି।

CRC Half-burnt Body Half-burnt Body Found
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ