Advertisment

ଆତ୍ମସମର୍ପଣ କଲା ହାର୍ଡକୋର ମାଓବାଦୀ କୁନୁ ଦେହୁରୀ

ଭୁବନେଶ୍ୱର: ଆତ୍ମସମର୍ପଣ କଲା ହାର୍ଡକୋର ମାଓବାଦୀ କୁନୁ ଦେହୁରୀ। ଏନେଇ ପ୍ରେସମିଟ୍‌ରେ ସୂଚନା ଦେଇଛନ୍ତି ପୋଲିସ ଡିଜି ରାଜେନ୍ଦ୍ର ପ୍ରସାଦ ଶର୍ମା। ସମ୍ବଲପୁର ଯୁଯୁମରାର କୁନୁ ୨୦୦୨ରୁ ମାଓ ସଂଗଠନରେ ସାମିଲ୍ ଥିଲା। କୁନୁ ନାଁରେ ୫୧ଟି ମାମଲା ରହିଛି। ସେ ୫ଟି ଜିଲ୍ଲାରେ ସକ୍ରିୟ ଥିବା ଡିଜି କହିଛନ୍ତି। କୁନୁ ନାଁରେ ୮ ଲକ୍ଷ ଟଙ୍କାର ପୁରସ୍କାର ଘୋଷଣା କରାଯାଇଥିଲା।

ଆତ୍ମସମର୍ପଣ କଲା ହାର୍ଡକୋର ମାଓବାଦୀ କୁନୁ ଦେହୁରୀ

rajendra prasad

Advertisment

ଭୁବନେଶ୍ୱର: ଆତ୍ମସମର୍ପଣ କଲା ହାର୍ଡକୋର ମାଓବାଦୀ କୁନୁ ଦେହୁରୀ। ଏନେଇ ପ୍ରେସମିଟ୍‌ରେ ସୂଚନା ଦେଇଛନ୍ତି ପୋଲିସ ଡିଜି ରାଜେନ୍ଦ୍ର ପ୍ରସାଦ ଶର୍ମା।

Advertisment

ସମ୍ବଲପୁର ଯୁଯୁମରାର କୁନୁ ୨୦୦୨ରୁ ମାଓ ସଂଗଠନରେ ସାମିଲ୍ ଥିଲା। କୁନୁ ନାଁରେ ୫୧ଟି ମାମଲା ରହିଛି। ସେ ୫ଟି ଜିଲ୍ଲାରେ ସକ୍ରିୟ ଥିବା ଡିଜି କହିଛନ୍ତି।

କୁନୁ ନାଁରେ ୮ ଲକ୍ଷ ଟଙ୍କାର ପୁରସ୍କାର ଘୋଷଣା କରାଯାଇଥିଲା।

DGP RP Sharma Hardcore Maoist Kunu Dehury Kunu Dehury
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ