Advertisment

ଆହୁରି ବଢ଼ିବ ଗ୍ରୀଷ୍ମର ପ୍ରକୋପ

ଭୁବନେଶ୍ୱର: ସାରା ରାଜ୍ୟରେ ମୁଣ୍ଡଫଟା ଖରା, ଅସହ୍ୟ ତାତି। ଗତକାଲି ରାଜ୍ୟର ୮ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ଥିଲା। ଟିଟିଲାଗଡ଼ ଗତକାଲି ରାଜ୍ୟର ସର୍ବାଧିକ ଉତ୍ତପ୍ତ ସହର ଥିଲା। ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ଅସହ୍ୟ ଗରମ ହେବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। ୨୮ ତାରିଖ ପରେ କାଳ ବୈଶାଖୀ ହେବାର ସମ୍ଭାବନା ଥିବାରୁ ତାପମାତ୍ରା କମିବ। ଅନୁଗୁଳ, ଢେଙ୍କାନାଳ, ମୟୂରଭଞ୍ଜ, କୋରାପୁଟ, ରାୟଗଡ଼ା, ଗଜପତି, କନ୍ଧମାଳ ଆଦି ଜିଲ୍ଲାରେ […]

author-image
Otv Khabar Bureau
ଆହୁରି ବଢ଼ିବ ଗ୍ରୀଷ୍ମର ପ୍ରକୋପ

heat wave

ଭୁବନେଶ୍ୱର: ସାରା ରାଜ୍ୟରେ ମୁଣ୍ଡଫଟା ଖରା, ଅସହ୍ୟ ତାତି। ଗତକାଲି ରାଜ୍ୟର ୮ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ଥିଲା। ଟିଟିଲାଗଡ଼ ଗତକାଲି ରାଜ୍ୟର ସର୍ବାଧିକ ଉତ୍ତପ୍ତ ସହର ଥିଲା।

Advertisment

ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ଅସହ୍ୟ ଗରମ ହେବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। ୨୮ ତାରିଖ ପରେ କାଳ ବୈଶାଖୀ ହେବାର ସମ୍ଭାବନା ଥିବାରୁ ତାପମାତ୍ରା କମିବ।

ଅନୁଗୁଳ, ଢେଙ୍କାନାଳ, ମୟୂରଭଞ୍ଜ, କୋରାପୁଟ, ରାୟଗଡ଼ା, ଗଜପତି, କନ୍ଧମାଳ ଆଦି ଜିଲ୍ଲାରେ କାଳବୈଶାଖୀ ହେବାର ସମ୍ଭାବନା ରହିଛି।

Advertisment
Heat Wave Conditions In Odisha Heat Wave Condition In Odisha Heat Wave
Advertisment
Advertisment