Advertisment

କାଳବୈଶାଖୀ ପ୍ରଭାବରେ ସାରା ରାଜ୍ୟରେ କମିଛି ତାତି

ଭୁବନେଶ୍ୱର: ରାଜ୍ୟରେ କାଳବୈଶାଖୀ ପ୍ରଭାବରେ କମ୍ ରହିଛି ଦିନର ତାତି। ଏମିତିକି ଗତକାଲି ରାଜ୍ୟର କୌଣସି ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ ଅତିକ୍ରମ କରିନଥିଲା। ଆଜି ମଧ୍ୟ ଉପକୂଳ ଓଡ଼ିଶାର କେତେକ ସ୍ଥାନ ଓ ଉତ୍ତର ଓଡ଼ିଶାର କିଛି ସ୍ଥାନରେ କାଳବୈଶାଖୀର ଅନୁମାନ କରୁଛି ପାଣିପାଗ ବିଭାଗ। ଏହି ସମୟ ମଧ୍ୟରେ ପବନ ସାଙ୍ଗକୁ ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି। ତେବେ ୧୫ ତାରିଖ ପରେ ଖରା ପ୍ରକୋପ ବଢ଼ିବା ପୂର୍ବାନୁମାନ କରାଯାଇଛି। ଗତକାଲି ସୋନପୁରର ତାପମାତ୍ରା […]

କାଳବୈଶାଖୀ ପ୍ରଭାବରେ ସାରା ରାଜ୍ୟରେ କମିଛି ତାତି

monsoon

Advertisment

ଭୁବନେଶ୍ୱର: ରାଜ୍ୟରେ କାଳବୈଶାଖୀ ପ୍ରଭାବରେ କମ୍ ରହିଛି ଦିନର ତାତି। ଏମିତିକି ଗତକାଲି ରାଜ୍ୟର କୌଣସି ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ ଅତିକ୍ରମ କରିନଥିଲା।

Advertisment

ଆଜି ମଧ୍ୟ ଉପକୂଳ ଓଡ଼ିଶାର କେତେକ ସ୍ଥାନ ଓ ଉତ୍ତର ଓଡ଼ିଶାର କିଛି ସ୍ଥାନରେ କାଳବୈଶାଖୀର ଅନୁମାନ କରୁଛି ପାଣିପାଗ ବିଭାଗ। ଏହି ସମୟ ମଧ୍ୟରେ ପବନ ସାଙ୍ଗକୁ ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି।

ତେବେ ୧୫ ତାରିଖ ପରେ ଖରା ପ୍ରକୋପ ବଢ଼ିବା ପୂର୍ବାନୁମାନ କରାଯାଇଛି। ଗତକାଲି ସୋନପୁରର ତାପମାତ୍ରା ସର୍ବାଧିକ ୩୮.୨ ଡିଗ୍ରୀ ରହିଥିଲା।

Advertisment
Heat Wave Kalabaisakhi Kalabaisakhi In Odisha
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ