Advertisment

କାଳବୈଶାଖୀ ଯୋଗୁ ତାତି କମିବାର ସମ୍ଭାବନା

ଭୁବନେଶ୍ୱର: ଆଜି କାଳବୈଶାଖୀ ଯୋଗୁ ତାତି କମିବାର ସମ୍ଭାବନା ରହିଛି।  କିଛି ସ୍ଥାନରେ ଘଡ଼ଘଡ଼ି ସହିତ କୁଆପଥର ବୃଷ୍ଟି ହେବାର ମଧ୍ୟ ସମ୍ଭାବନା ଅଛି।  ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୫୦ ରୁ ୬୦ କିଲୋମିଟର ରହିବ। ଆସନ୍ତା ଦୁଇ ଦିନ ଉପକୂଳ ଓ ଉତ୍ତର ଓଡ଼ିଶାରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ଅଛି। ଓଡ଼ିଶାକୁ ଦକ୍ଷିଣ-ପଶ୍ଚିମ ଦିଗରୁ ବାୟୁ ପ୍ରବାହିତ ହେଉଛି। ୫ତାରିଖ ପର୍ଯ୍ୟନ୍ତ ଏଭଳି ସ୍ଥିତି ରହିବ। ଏହାପରେ ପୁଣି ତାପମାତ୍ରା […]

କାଳବୈଶାଖୀ ଯୋଗୁ ତାତି କମିବାର ସମ୍ଭାବନା

monsoon

Advertisment

ଭୁବନେଶ୍ୱର: ଆଜି କାଳବୈଶାଖୀ ଯୋଗୁ ତାତି କମିବାର ସମ୍ଭାବନା ରହିଛି।  କିଛି ସ୍ଥାନରେ ଘଡ଼ଘଡ଼ି ସହିତ କୁଆପଥର ବୃଷ୍ଟି ହେବାର ମଧ୍ୟ ସମ୍ଭାବନା ଅଛି।  ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୫୦ ରୁ ୬୦ କିଲୋମିଟର ରହିବ।

Advertisment

ଆସନ୍ତା ଦୁଇ ଦିନ ଉପକୂଳ ଓ ଉତ୍ତର ଓଡ଼ିଶାରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ଅଛି। ଓଡ଼ିଶାକୁ ଦକ୍ଷିଣ-ପଶ୍ଚିମ ଦିଗରୁ ବାୟୁ ପ୍ରବାହିତ ହେଉଛି। ୫ତାରିଖ ପର୍ଯ୍ୟନ୍ତ ଏଭଳି ସ୍ଥିତି ରହିବ। ଏହାପରେ ପୁଣି ତାପମାତ୍ରା ବଢିବ।

ସେପଟେ  ଗଜପତି ଜିଲ୍ଲା ମୋହନା ବ୍ଲକରେ ଗତକାଲି ଘଡଘଡି ସହ ବର୍ଷା ହୋଇଛି।  ବଜ୍ରାଘାତରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି।  ପୋଲିସ୍ ଏନେଇ ଏକ ଅପମୃତ୍ୟୁ ମାମଲା ରୁଜୁ କରିଛି।

Advertisment
Odisha Heat Wave Kalabaisakhi
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ