Advertisment

ମାଡ଼ି ଆସୁଛି ବର୍ଷା: ୧୭ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର: ଆଜି କାଳବୈଶାଖୀ ସମ୍ଭାବନା ନେଇ ପାଣିପାଗ ବିଭାଗ ରାଜ୍ୟର ୧୭ ଜିଲ୍ଲାକୁ ସତର୍କତା ଜାରି କରିଛି। ନୂଆପଡ଼ା, ବରଗଡ଼, ସୋନପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର ଓ  ମାଲକାନଗିରି ପାଇଁ ସତର୍କତା ଜାରି କରାଯାଇଛି। ଏହି ସବୁ ଜିଲ୍ଲାରେ କାଳବୈଶାଖୀ ପ୍ରଭାବରେ ପ୍ରବଳ ଘଡ଼ଘଡ଼ି ସହ କୁଆପଥର ବର୍ଷା ହେବା ସମ୍ଭାବନା ରହିଛି।  ଦିନ ୧ଟା ଯାଏଁ ସତର୍କତା ଜାରି କରିଛି ପାଣିପାଗ […]

ମାଡ଼ି ଆସୁଛି ବର୍ଷା: ୧୭ ଜିଲ୍ଲାକୁ ସତର୍କ ସୂଚନା

monsoon

Advertisment

ଭୁବନେଶ୍ୱର: ଆଜି କାଳବୈଶାଖୀ ସମ୍ଭାବନା ନେଇ ପାଣିପାଗ ବିଭାଗ ରାଜ୍ୟର ୧୭ ଜିଲ୍ଲାକୁ ସତର୍କତା ଜାରି କରିଛି। ନୂଆପଡ଼ା, ବରଗଡ଼, ସୋନପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର ଓ  ମାଲକାନଗିରି ପାଇଁ ସତର୍କତା ଜାରି କରାଯାଇଛି।

Advertisment

ଏହି ସବୁ ଜିଲ୍ଲାରେ କାଳବୈଶାଖୀ ପ୍ରଭାବରେ ପ୍ରବଳ ଘଡ଼ଘଡ଼ି ସହ କୁଆପଥର ବର୍ଷା ହେବା ସମ୍ଭାବନା ରହିଛି।  ଦିନ ୧ଟା ଯାଏଁ ସତର୍କତା ଜାରି କରିଛି ପାଣିପାଗ ବିଭାଗ। ବର୍ଷାବେଳେ ୫୦ରୁ ୬୦ କିଲୋମଟର ବେଗରେ ପବନ ବହିବା ସମ୍ଭାବନା ରହିଛି।

Kalabaisakhi In Odisha Kalabaisakhi
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ