Advertisment

ମେ ୧୨ରେ କର୍ଣ୍ଣାଟକ ବିଧାନସଭା ନିର୍ବାଚନ

ନୂଆଦିଲ୍ଲୀ: ମେ ୧୨ରେ କର୍ଣ୍ଣାଟକ ବିଧାନସଭା ନିର୍ବାଚନ। ସାମ୍ବାଦିକ ସମ୍ମିଳନୀରେ ନିର୍ବାଚନର ବିଭିନ୍ନ ପ୍ରକ୍ରିୟା ପାଇଁ ତାରିଖ ଘୋଷଣା କରିଛନ୍ତି ମୁଖ୍ୟ ନିର୍ବାଚନ କମିଶନର ଓମ୍ ପ୍ରକାଶ ରାଓ୍ୱତ୍। ମେ ୧୨ରେ କର୍ଣ୍ଣାଟକର ସମସ୍ତ ୨୨୪ଟି ବିଧାନସଭା କ୍ଷେତ୍ର ପାଇଁ ଗୋଟିଏ ପର୍ଯ୍ୟାୟରେ ମତଦାନ ହେବ।  ମେ ୧୫ରେ ସମସ୍ତ ଆସନ ପାଇଁ ଭୋଟ ଗଣତି ହେବ। ତେବେ ଏହାପୂର୍ବରୁ ନାମାଙ୍କନ ଦାଖଲ ପାଇଁ ଏପ୍ରିଲ ୨୪ ଶେଷ ତାରିଖ ରହିଛି। ସମସ୍ତ ବୁଥରେ EVM ସହ […]

author-image
Otv Khabar Bureau
ମେ ୧୨ରେ କର୍ଣ୍ଣାଟକ ବିଧାନସଭା ନିର୍ବାଚନ

election

ନୂଆଦିଲ୍ଲୀ: ମେ ୧୨ରେ କର୍ଣ୍ଣାଟକ ବିଧାନସଭା ନିର୍ବାଚନ। ସାମ୍ବାଦିକ ସମ୍ମିଳନୀରେ ନିର୍ବାଚନର ବିଭିନ୍ନ ପ୍ରକ୍ରିୟା ପାଇଁ ତାରିଖ ଘୋଷଣା କରିଛନ୍ତି ମୁଖ୍ୟ ନିର୍ବାଚନ କମିଶନର ଓମ୍ ପ୍ରକାଶ ରାଓ୍ୱତ୍।

Advertisment

ମେ ୧୨ରେ କର୍ଣ୍ଣାଟକର ସମସ୍ତ ୨୨୪ଟି ବିଧାନସଭା କ୍ଷେତ୍ର ପାଇଁ ଗୋଟିଏ ପର୍ଯ୍ୟାୟରେ ମତଦାନ ହେବ।  ମେ ୧୫ରେ ସମସ୍ତ ଆସନ ପାଇଁ ଭୋଟ ଗଣତି ହେବ।

ତେବେ ଏହାପୂର୍ବରୁ ନାମାଙ୍କନ ଦାଖଲ ପାଇଁ ଏପ୍ରିଲ ୨୪ ଶେଷ ତାରିଖ ରହିଛି। ସମସ୍ତ ବୁଥରେ EVM ସହ VVPAT ମେସିନ ବ୍ୟବହାର ହେବ।

Advertisment

ପ୍ରାର୍ଥୀଙ୍କ ନିର୍ବାଚନ ଖର୍ଚ୍ଚ ସୀମା ୨୮ ଲକ୍ଷ ଟଙ୍କା ରଖାଯାଇଥିବା ମୁଖ୍ୟ ନିର୍ବାଚନ କମିଶନର କହିଛନ୍ତି।  ରାଜ୍ୟରେ ମୋଟ ୪ କୋଟି ୯୬ ଲକ୍ଷ ଭୋଟର ଅଛନ୍ତି।

Election In Karnataka Election Commission Karnataka Election Karnataka Assembly Election
Advertisment
Advertisment