/odishatv-khabar/media/post_attachments/uploadimage/library/16_9/16_9_0/kuakhai-1_1626434540.jpg)
kuakhai
ଭୁବନେଶ୍ୱର : ଭିଡିଓ ଭାଇରାଲରୁ କୁଆଖାଇ ପଠାରେ ଉନ୍ମୟ ପାଢ଼ୀ ହତ୍ୟାକାଣ୍ଡ ଘଟଣା। ଭାଇରାଲ ଭିଡ଼ିଓର ପୀଡ଼ିତା ଆଜି କ୍ରାଇମ୍ ବ୍ରାଞ୍ଚର ଦ୍ୱାରସ୍ଥ ହୋଇଛନ୍ତି। କ୍ରାଇମ୍ ବ୍ରାଞ୍ଚ ସାଇବର ସେଲ୍ର ସଂପୃକ୍ତ ଯୁବତୀ ଭିଡ଼ିଓକୁ ନଷ୍ଟ କରିବା ପାଇଁ ନିବେଦନ କରିବା ସହ ଏହାକୁ ଏବେ ମଧ୍ୟ କିଏ ଭାଇରାଲ୍ କରୁଛି ତାହାର ତଦନ୍ତ କରିବାକୁ ଦାବି କରିଛନ୍ତି।
Advertisment
କ୍ରାଇମବ୍ରାଞ୍ଚ ସାଇବର୍ ସେଲ୍ ଅଧିକାରୀ ଯୁବତୀ ଓ ତାଙ୍କ ପୁରୁଷ ବନ୍ଧୁଙ୍କୁ ଦୀର୍ଘ ସମୟ ଧରି ପଚରାଉଚରା କରିଥିଲେ। କିଛି ଦିନ ତଳେ କୁଆଖାଇ ନଦୀପଠାରୁ ଉନ୍ମୟ ପାଢୀଙ୍କ ମୃତଦେହ ଉଦ୍ଧାର ହୋଇଥିଲା।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)