Advertisment

ଲାଞ୍ଚ ନେଉଥିବା ବେଳେ ଧରାପଡ଼ିଲେ ଓଏମ୍‌ସି ମହିଳା ଫାର୍ମାସିଷ୍ଟ

କେନ୍ଦୁଝର: ଭିଜିଲାନ୍ସ ଜାଲରେ ଓଏମ୍‌ସିର ମହିଳା ଫାର୍ମାସିଷ୍ଟ। କେନ୍ଦୁଝର ଜିଲ୍ଲା ଶୁଆକାଟିର ଓଏମ୍‌ସି ଗନ୍ଧମାର୍ଦ୍ଦନର ଫାର୍ମାସିଷ୍ଟ ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଫାର୍ମାସିଷ୍ଟ ଲୀନା ପ୍ରିୟଦର୍ଶିନୀ ଏକ ବିଲ୍ କରାଇଦେବା ପାଇଁ ରାଜେଶ କୁମାର ବେହେରା ନାମକ ଜଣେ ବ୍ୟକ୍ତିଙ୍କୁ ୧୦ ହଜାର ଟଙ୍କା ଲାଞ୍ଚ ଦାବି କରିଥିଲେ। ଏ ନେଇ ରାଜେଶ କଟକ ଭିଜିଲାନ୍ସ ସେଲ୍‌ରେ ଅଭିଯୋଗ କରିଥିଲେ। ଯୋଜନାବଦ୍ଧ ଭାବେ ଆଜି ଫାର୍ମାସିଷ୍ଟ ଜଣଙ୍କ ରାଜେଶଙ୍କଠାରୁ ୧୦ ହଜାର ଟଙ୍କା ଲାଞ୍ଚ […]

ଲାଞ୍ଚ ନେଉଥିବା ବେଳେ ଧରାପଡ଼ିଲେ ଓଏମ୍‌ସି ମହିଳା ଫାର୍ମାସିଷ୍ଟ

omc farmasist

Advertisment

କେନ୍ଦୁଝର: ଭିଜିଲାନ୍ସ ଜାଲରେ ଓଏମ୍‌ସିର ମହିଳା ଫାର୍ମାସିଷ୍ଟ। କେନ୍ଦୁଝର ଜିଲ୍ଲା ଶୁଆକାଟିର ଓଏମ୍‌ସି ଗନ୍ଧମାର୍ଦ୍ଦନର ଫାର୍ମାସିଷ୍ଟ ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି।

Advertisment

ଫାର୍ମାସିଷ୍ଟ ଲୀନା ପ୍ରିୟଦର୍ଶିନୀ ଏକ ବିଲ୍ କରାଇଦେବା ପାଇଁ ରାଜେଶ କୁମାର ବେହେରା ନାମକ ଜଣେ ବ୍ୟକ୍ତିଙ୍କୁ ୧୦ ହଜାର ଟଙ୍କା ଲାଞ୍ଚ ଦାବି କରିଥିଲେ। ଏ ନେଇ ରାଜେଶ କଟକ ଭିଜିଲାନ୍ସ ସେଲ୍‌ରେ ଅଭିଯୋଗ କରିଥିଲେ।

ଯୋଜନାବଦ୍ଧ ଭାବେ ଆଜି ଫାର୍ମାସିଷ୍ଟ ଜଣଙ୍କ ରାଜେଶଙ୍କଠାରୁ ୧୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ତାଙ୍କୁ କାବୁ କରିଥିଲା।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ