Advertisment

ଆଜି ମହାପ୍ରଭୁଙ୍କ ଚନ୍ଦନ ଯାତ୍ରା

ପୁରୀ: ଆଜି ମହାପ୍ରଭୁଙ୍କର ଚନ୍ଦନ ଯାତ୍ରା। ନରେନ୍ଦ୍ର ପୁଷ୍କରିଣୀରେ ଚାପ ଖେଳିବେ ମହାପ୍ରଭୁ। ଏଥିପାଇଁ ଗତକାଲି ରାତିରେ ମହାପ୍ରଭୁଙ୍କ ବିଭିନ୍ନ ନୀତି ସଂପନ୍ନ କରାଯାଇଛି। ରାତି ୧୦. ୫୦ ମିନିଟ୍‌ରେ ମହାପ୍ରଭୁଙ୍କ ରୋସ ହୋମ, ସୂର୍ଯ୍ୟ ପୂଜା, ଦ୍ୱାରାପାଳ ପୂଜା, ଗୋପାଳ ବଲ୍ଲଭ ନୀତି କରାଯାଇଥିଲା।  ରାତି ୧.୨୦ ମିନିଟ୍‌ରେ ମହାପ୍ରଭୁଙ୍କ ସକାଳ ଧୂପ କରାଯାଇ ଖେଚୁଡି ଭୋଗ କରାଯାଇଥିଲା। ସେପଟେ ଆଜିଠୁ ରଥଯାତ୍ରା ପାଇଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ ହେବ। ରଥ ନିର୍ମାଣ ପାଇଁ […]

author-image
Otv Khabar Bureau
ଆଜି ମହାପ୍ରଭୁଙ୍କ ଚନ୍ଦନ ଯାତ୍ରା

chandan yatra

ପୁରୀ: ଆଜି ମହାପ୍ରଭୁଙ୍କର ଚନ୍ଦନ ଯାତ୍ରା। ନରେନ୍ଦ୍ର ପୁଷ୍କରିଣୀରେ ଚାପ ଖେଳିବେ ମହାପ୍ରଭୁ। ଏଥିପାଇଁ ଗତକାଲି ରାତିରେ ମହାପ୍ରଭୁଙ୍କ ବିଭିନ୍ନ ନୀତି ସଂପନ୍ନ କରାଯାଇଛି।

Advertisment

ରାତି ୧୦. ୫୦ ମିନିଟ୍‌ରେ ମହାପ୍ରଭୁଙ୍କ ରୋସ ହୋମ, ସୂର୍ଯ୍ୟ ପୂଜା, ଦ୍ୱାରାପାଳ ପୂଜା, ଗୋପାଳ ବଲ୍ଲଭ ନୀତି କରାଯାଇଥିଲା।  ରାତି ୧.୨୦ ମିନିଟ୍‌ରେ ମହାପ୍ରଭୁଙ୍କ ସକାଳ ଧୂପ କରାଯାଇ ଖେଚୁଡି ଭୋଗ କରାଯାଇଥିଲା।

ସେପଟେ ଆଜିଠୁ ରଥଯାତ୍ରା ପାଇଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ ହେବ। ରଥ ନିର୍ମାଣ ପାଇଁ ବନଯାଗ ପୂଜା ସହ ରଥକାମର ଶୁଭ ଅନୁକୁଳ କରାଯିବ। ଏଥିପାଇଁ ରଥଖଳା ମଧ୍ୟ ପ୍ରସ୍ତୁତ ରହିଛି।

Advertisment
Puri Sri Jagannath
Advertisment
Advertisment