/odishatv-khabar/media/post_attachments/uploadimage/library/16_9/16_9_0/bjd-22_1626498983.jpg)
bjd
ଢେଙ୍କାନାଳ: ଢେଙ୍କାନାଳ ଜିଲ୍ଲା ଯୁବ ବିଜେଡି ସଭାପତି ଯଶୋବନ୍ତ ପରିଡାଙ୍କ ହତ୍ୟାକାଣ୍ଡର ରହସ୍ୟ ଧୀରେ ଧୀରେ ଖୋଲିବାରେ ଲାଗିଛି। ପୋଲିସ ହତ୍ୟାକାଣ୍ଡର ମୁଖ୍ୟ ଷଡଯନ୍ତ୍ରକାରୀ ସୁବାସ ଖୁଣ୍ଟିଆକୁ ଆଳତୁମା କଇଁବିଲ ନିକଟରୁ ଗିରଫ କରିଛି।
Advertisment
ସୁବାସ ହତ୍ୟାକାରୀଙ୍କୁ ବ୍ଲୁପ୍ରିଣ୍ଟ ସହ ରାସ୍ତା ବତାଉଥିଲା ବୋଲି ଜଣାପଡିଛି। ସେ ମୁଖ୍ୟ ଅଭିଯୁକ୍ତ ରାକେଶ ନାଥର ସହଯୋଗୀ ଭାବେ କାମ କରୁଥିଲା। ପୋଲିସ ସୁବାସ ନିକଟରୁ ମୋବାଇଲ ଫୋନ ଜବତ କରିଛି।
ପୂର୍ବରୁ ଯଶୋବନ୍ତ ପରିଡା ହତ୍ୟା ଘଟଣାରେ ପୋଲିସ ୮ଜଣଙ୍କୁ ଗିରଫ କରିଛି। ମାର୍ଚ୍ଚ ୨୬ରେ ଢେଙ୍କାନାଳ ଜିଲ୍ଲା ବିଜେଡି ସଭାପତି ଯଶୋବନ୍ତ ପରିଡାଙ୍କୁ ଗୁଳିକରି ହତ୍ୟା କରାଯାଇଥିଲା।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)