/odishatv-khabar/media/post_attachments/uploadimage/library/16_9/16_9_0/knife_1626438088.jpg)
knife
କଟକ : ନିଜ ତଣ୍ଟି ନିଜେ କାଟିଲେ ଯୁବକ। କଟକ କ୍ୟାଣ୍ଟନମେଣ୍ଟ ଥାନା ପଟାପୋଲ ଅଞ୍ଚଳରେ ଘଟିଛି ଏଭଳି ଅଭାବନୀୟ ଘଟଣା। ଶ୍ରୀଚଣ୍ଡି ନାମକ ଜଣେ ଯୁବକ ଛୁରୀରେ ନିଜ ତଣ୍ଟି କାଟି ଦେଇଥିବା ଅଭିଯୋଗ ହୋଇଛି।
Advertisment
ଗୁରୁତର ଅବସ୍ଥାରେ ତାଙ୍କୁ କଟକ ବଡ ମେଡିକାଲରେ ଭର୍ତ୍ତି କରାଯାଇଛି। ତେବେ ପାରିବାରିକ କଳହରୁ ଏଭଳି ଘଟଣା ଘଟିଥିବା ଅନୁମାନ କରାଯାଉଛି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛି।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)