/odishatv-khabar/media/post_attachments/uploadimage/library/16_9/16_9_0/mao_1626430489.jpg)
ମାଲକାନଗିରି : ମାଲକାନଗିରି ଚିତ୍ରକୋଣ୍ଡା ବିଛିନ୍ନାଞ୍ଚଳରେ ମାଓ ତାଣ୍ଡବ । ପୁଣି ଏକ ମୁଣ୍ଡ ଗଡ଼ାଇଲେ ମାଓବାଦୀ । ଅଣ୍ଡ୍ରାପାଲି ଓରାପଦର ଗାଁରେ ଜଣଙ୍କୁ ଗଳା କାଟି ହତ୍ୟା କରିଛନ୍ତି ।
Advertisment
ସୂଚନା ଅନୁସାରେ , ମାଓବାଦୀମାନେ ରାତିରେ ଘରୁ ଟେକିନେଇ ଗାଁ ମୁଣ୍ଡରେ ହତ୍ୟା କରିଥିବାର ଅଭିଯୋଗ ହୋଇଛି । ପାଖାପାଖି ୨୦ଜଣ ମାଓବାଦୀ ସୋମବାର ରାତିରେ ଆସି ହତ୍ୟା କରିଥିବା ଜଣାପଡିଛି । ମାଓବାଦୀମାନେ ରବିବାର ଦିନ ସେହି ଗାଁର ଆଉ ଜଣଙ୍କୁ ମଧ୍ୟ ଅପହରଣ କରିଥିବା ଜଣାପଡିଛି । ତେବେ ଅପହରଣ ହୋଇଥିବା ବ୍ୟକ୍ତିଙ୍କ ସମ୍ପର୍କରେ ସୂଚନା ମିଳିପାରିନାହିଁ ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)