maoist
Advertisment
ଅନୁଗୁଳ: ପ୍ରେମ ପାଇଁ ଛାଡ଼ିଲେ ମାଓ ସଂଗଠନ। ୨ ମାଓବାଦୀଙ୍କ ମଧ୍ୟରେ ପ୍ରେମ ସମ୍ପର୍କକୁ ସଂଗଠନ ବିରୋଧ କରିବାରୁ ସେମାନେ ପୋଲିସ୍ ନିକଟରେ ଆତ୍ମସମର୍ପଣ କରିଛନ୍ତି।
Advertisment
ଅନୁଗୁଳ ଏସ୍ପିଙ୍କ ନିକଟରେ ଆତ୍ମସମର୍ପଣ କରିଛନ୍ତି ୨ କ୍ୟାଡର ମାଓବାଦୀ ଦୟାନନ୍ଦ ଓ ଜଲି ଦେହୁରୀ । ସେମାନେ ସୁନ୍ଦରଗଡ଼-ଦେବଗଡ଼-ସମ୍ବଲପୁର ଡିଭିଜନ ସଦସ୍ୟ ଭାବେ କାର୍ଯ୍ୟ କରୁଥିଲେ।
ସେକ୍ସନ୍ କମାଣ୍ଡର ଥିବା ଦୟାନନ୍ଦ ନାଁରେ ୪ ଲକ୍ଷ ଟଙ୍କାର ପୁରସ୍କାର ଥିଲା। ତେବେ ଜଲି ସହ ପ୍ରେମ ସମ୍ପର୍କ କାରଣରୁ ଦୟାନନ୍ଦକୁ ବିରୋଧ କରାଯିବାରୁ ଉଭୟେ ମାଓ ସଂଗଠନ ଛାଡ଼ିଥିବା ସୂଚନା ମିଳିଛି।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/maoist-22_1626499579.jpg)