Advertisment

ଆଜି ପ୍ରକାଶ ପାଇବ OJEE ରେଜଲ୍ଟ

ଭୁବନେଶ୍ୱର: ଆଜି ପ୍ରକାଶ ପାଇବ ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା ବା ଓଜେଇଇ ରେଜଲ୍ଟ।  ଆଜି ୫ଟାରେ ପରୀକ୍ଷା ଫଳ ପ୍ରକାଶ ପାଇବ ବୋଲି ଓଜେଇଇ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି। ରାଜ୍ୟର ବିଭିନ୍ନ ସରକାରୀ ଓ ଘରୋଇ ବିଶ୍ୱବିଦ୍ୟାଳୟ ତଥା ମହାବିଦ୍ୟାଳୟରେ ବି ଫାର୍ମ, ଏମ୍‌ ଫାର୍ମ, ଏମ୍‌ବିଏ ଓ ଲାଟେରାଲ ଏଣ୍ଟ୍ରିରେ ବି ଟେକ୍, ବି ଫାର୍ମ ଓ ଏମ୍‌ସିଏ ପାଠ୍ୟକ୍ରମରେ ନାମଲେଖା ପାଇଁ ୪୮ ହଜାରରୁ ଅଧିକ ଛାତ୍ରଛାତ୍ରୀ ଏହି ପରୀକ୍ଷା ଦେଇଥିଲେ। ଗତ […]

author-image
Otv Khabar Bureau
ଆଜି ପ୍ରକାଶ ପାଇବ OJEE ରେଜଲ୍ଟ

ojee

ଭୁବନେଶ୍ୱର: ଆଜି ପ୍ରକାଶ ପାଇବ ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା ବା ଓଜେଇଇ ରେଜଲ୍ଟ।  ଆଜି ୫ଟାରେ ପରୀକ୍ଷା ଫଳ ପ୍ରକାଶ ପାଇବ ବୋଲି ଓଜେଇଇ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି।

Advertisment

ରାଜ୍ୟର ବିଭିନ୍ନ ସରକାରୀ ଓ ଘରୋଇ ବିଶ୍ୱବିଦ୍ୟାଳୟ ତଥା ମହାବିଦ୍ୟାଳୟରେ ବି ଫାର୍ମ, ଏମ୍‌ ଫାର୍ମ, ଏମ୍‌ବିଏ ଓ ଲାଟେରାଲ ଏଣ୍ଟ୍ରିରେ ବି ଟେକ୍, ବି ଫାର୍ମ ଓ ଏମ୍‌ସିଏ ପାଠ୍ୟକ୍ରମରେ ନାମଲେଖା ପାଇଁ ୪୮ ହଜାରରୁ ଅଧିକ ଛାତ୍ରଛାତ୍ରୀ ଏହି ପରୀକ୍ଷା ଦେଇଥିଲେ।

ଗତ ୧୩ ତାରିଖରେ ରାଜ୍ୟର ୨୦ଟି ସହରରେ ୮୧ଟି ପରୀକ୍ଷା କେନ୍ଦ୍ରରେ ଓଜେଇଇ ଅନୁଷ୍ଠିତ ହୋଇଥିଲା। ଛାତ୍ରଛାତ୍ରୀମାନେ ଓଜେଇଇର ଅଫିସିଆଲ ୱେବସାଇଟକୁ ଯାଇ ପରୀକ୍ଷା ଫଳ ଜାଣିପାରିବେ।

Advertisment
Advertisment
Advertisment