Advertisment

୪ ବର୍ଷର ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ

କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ଜିଲ୍ଲା ରାଜକନିକା ଅଞ୍ଚଳରେ ଜଣେ ନାବାଳିକାକୁ ଦୁଷ୍କର୍ମ କରାଯାଇଥିବା ନେଇ ଅଭିଯୋଗ ହୋଇଛି।  ଘରେ କେହି ନଥିବାର ସୁଯୋଗ ନେଇ ୪ ବର୍ଷର ନାବାଳିକାକୁ ସମ୍ପର୍କୀୟ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି। ସଂପର୍କୀୟ ବଡ଼ବାପା ଗାଁକୁ ବୁଲାଇ ନେବାକୁ କହି ବାଉଁଶ ବଣରେ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି। ଏ ନେଇ ପରିବାର ଲୋକେ ରାଜକନିକା ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଘଟଣାଟି ଗତ ୨୪ ତାରିଖ ଦିନ ଘଟିଥିଲେ ମଧ୍ୟ ଆପୋଷ ବୁଝାମଣା […]

author-image
Otv Khabar Bureau
୪ ବର୍ଷର ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ

minor girl rape

କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ଜିଲ୍ଲା ରାଜକନିକା ଅଞ୍ଚଳରେ ଜଣେ ନାବାଳିକାକୁ ଦୁଷ୍କର୍ମ କରାଯାଇଥିବା ନେଇ ଅଭିଯୋଗ ହୋଇଛି।  ଘରେ କେହି ନଥିବାର ସୁଯୋଗ ନେଇ ୪ ବର୍ଷର ନାବାଳିକାକୁ ସମ୍ପର୍କୀୟ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି।

Advertisment

ସଂପର୍କୀୟ ବଡ଼ବାପା ଗାଁକୁ ବୁଲାଇ ନେବାକୁ କହି ବାଉଁଶ ବଣରେ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି। ଏ ନେଇ ପରିବାର ଲୋକେ ରାଜକନିକା ଥାନାରେ ଲିଖିତ ଅଭିଯୋଗ କରିଛନ୍ତି।

ଘଟଣାଟି ଗତ ୨୪ ତାରିଖ ଦିନ ଘଟିଥିଲେ ମଧ୍ୟ ଆପୋଷ ବୁଝାମଣା ପାଇଁ ଧମକ ଦିଆଯାଉଥିବା ପୀଡ଼ିତାଙ୍କ ମାଆ ଅଭିଯୋଗ କରିଛନ୍ତି। ତେବେ ପୋଲିସ ଘଟଣାର ତଦନ୍ତ ଜାରି ରଖିଛି।

Advertisment
Kendrapara Minor Girl Rape Minor Girl Gang Raped
Advertisment
Advertisment