/odishatv-khabar/media/post_attachments/uploadimage/library/16_9/16_9_0/ଈଓଜା_1626505277.jpg)
minor rape
ଫୁଲବାଣୀ : ରାଜ୍ୟରେ ଦିନକୁ ଦିନ ନାବାଳିକା ଦୁଷ୍କର୍ମ ବଢିବାରେ ଲାଗିଛି। ଯାହା ଚିନ୍ତାର ବିଷୟ ପାଲଟିଛି। କନ୍ଧମାଳ ଜିଲ୍ଲା ଖଜୁରୀପଡ଼ା ଥାନା ଅଞ୍ଚଳରେ ଜଣେ ନାବାଳିକାକୁ ଗଣଦୁଷ୍କର୍ମ କରାଯାଇଥିବା ଅଭିଯୋଗ ଆସିଛି।
Advertisment
ମିଳିଥିବା ଅଭିଯୋଗ ଅନୁସାରେ ,ଖଜୁରୀପଡ଼ା ଥାନା ଅଞ୍ଚଳରେ ଜଣେ ନାବାଳିକା ଗତକାଲି ରାତିରେ ମେଲୋଡି ଦେଖି ଘରକୁ ଯିବା ପାଇଁ ବସକୁ ଅପେକ୍ଷା କରିଥିଲେ । ତାଙ୍କୁ ଘରେ ଛାଡ଼ିଦେବାକୁ କହି ୪ ଜଣ ଯୁବକ ଏକ ଅଟୋରିକ୍ସାରେ ବସାଇ ନିକଟ ଜଙ୍ଗଲକୁ ନେଇଯାଇଥିଲେ। ପରେ ଜଣଙ୍କ ପରେ ଜଣେ ନାବାଳିକାକୁ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି।
ଏହି ଘଟଣାରେ ପୋଲିସ ଜଣେ ନାବାଳକ ସହ ୪ ଜଣଙ୍କୁ ଗିରଫ କରିଛି।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)