/odishatv-khabar/media/post_attachments/uploadimage/library/16_9/16_9_0/minor-girl-rape22_1626499350.jpg)
minor girl rape
ବାଲେଶ୍ୱର: ବାଲେଶ୍ୱର ନୀଳଗିରି ଥାନା ବାଉଁଶବଣିଆ ପଞ୍ଚାୟତ ଅଞ୍ଚଳରେ ଜଣେ ୪ ବର୍ଷର ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ। ନାବାଳିକାକୁ ଚକୋଲେଟ୍ ପ୍ରଲୋଭନ ଦେଖାଇ ଅଭିଯୁକ୍ତ ଜଣକ ଦୁଷ୍କର୍ମ କରିଥିବା ନେଇ ଥାନାରେ ଅଭିଯୋଗ ହୋଇଛି।
Advertisment
ପୀଡିତାଙ୍କ ଦେହ ଅସୁସ୍ଥ ହେବାରୁ ତାଙ୍କୁ ନୀଳଗିରି ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଅଭିଯୁକ୍ତ ଜଣକ ପୀଡିତାଙ୍କ ପଡୋଶୀ ବୋଲି ଜଣାପଡିଛି। ଅନ୍ୟପକ୍ଷରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛି।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)