Advertisment

ଚକୋଲେଟ୍‌ ଦେଇ ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ

ବାଲେଶ୍ୱର: ବାଲେଶ୍ୱର ନୀଳଗିରି ଥାନା ବାଉଁଶବଣିଆ ପଞ୍ଚାୟତ ଅଞ୍ଚଳରେ ଜଣେ ୪ ବର୍ଷର ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ। ନାବାଳିକାକୁ ଚକୋଲେଟ୍‌ ପ୍ରଲୋଭନ ଦେଖାଇ ଅଭିଯୁକ୍ତ ଜଣକ ଦୁଷ୍କର୍ମ କରିଥିବା ନେଇ ଥାନାରେ ଅଭିଯୋଗ ହୋଇଛି। ପୀଡିତାଙ୍କ ଦେହ ଅସୁସ୍ଥ ହେବାରୁ ତାଙ୍କୁ ନୀଳଗିରି ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଅଭିଯୁକ୍ତ ଜଣକ ପୀଡିତାଙ୍କ ପଡୋଶୀ ବୋଲି ଜଣାପଡିଛି। ଅନ୍ୟପକ୍ଷରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛି।

ଚକୋଲେଟ୍‌ ଦେଇ ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ

minor girl rape

Advertisment

ବାଲେଶ୍ୱର: ବାଲେଶ୍ୱର ନୀଳଗିରି ଥାନା ବାଉଁଶବଣିଆ ପଞ୍ଚାୟତ ଅଞ୍ଚଳରେ ଜଣେ ୪ ବର୍ଷର ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ। ନାବାଳିକାକୁ ଚକୋଲେଟ୍‌ ପ୍ରଲୋଭନ ଦେଖାଇ ଅଭିଯୁକ୍ତ ଜଣକ ଦୁଷ୍କର୍ମ କରିଥିବା ନେଇ ଥାନାରେ ଅଭିଯୋଗ ହୋଇଛି।

Advertisment

ପୀଡିତାଙ୍କ ଦେହ ଅସୁସ୍ଥ ହେବାରୁ ତାଙ୍କୁ ନୀଳଗିରି ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଅଭିଯୁକ୍ତ ଜଣକ ପୀଡିତାଙ୍କ ପଡୋଶୀ ବୋଲି ଜଣାପଡିଛି। ଅନ୍ୟପକ୍ଷରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛି।

Balasore Minor Girl Raped
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ