Advertisment

ଆଦିବାସୀ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ

ବାରିପଦା: ପୁଣି ଲଜ୍ଜା। ବାରିପଦା ଠାକୁରମୁଣ୍ଡା ଥାନା ଅଞ୍ଚଳରେ ଜଣେ ଆଦିବାସୀ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ ହୋଇଛି।  ପରିବାର ଲୋକଙ୍କ ସହ ଉଡ଼ା ପର୍ବ ଦେଖିବାକୁ ଯାଇଥିବାବେଳେ ସେ ଦୁଷ୍କର୍ମ ଶିକାର ହୋଇଥିବା ନେଇ ଅଭିଯୋଗ ହୋଇଛି। ପରିବାର ଲୋକେ ଅଟୋରୁ ଓହ୍ଲାଇବା ପରେ, ଅଟୋ ପାର୍କିଂ ଆଳରେ ନାବାଳିକାଙ୍କୁ ଅନ୍ୟତ୍ର ନେଇଯାଇ ଡ୍ରାଇଭର ଜଣକ ଦୁଷ୍କର୍ମ କରିଥିଲା। ପରେ ନାବାଳିକାଙ୍କୁ ଏକ ବୁଦାମୂଳରୁ ମୁମୁର୍ଷୁ ଅବସ୍ଥାରେ ଉଦ୍ଧାର କରାଯାଇ ମେଡିକାଲ୍‌ରେ ଭର୍ତ୍ତି କରାଯାଇଛି। ଏହି ଘଟଣାରେ  […]

ଆଦିବାସୀ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ

baripada

Advertisment

ବାରିପଦା: ପୁଣି ଲଜ୍ଜା। ବାରିପଦା ଠାକୁରମୁଣ୍ଡା ଥାନା ଅଞ୍ଚଳରେ ଜଣେ ଆଦିବାସୀ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ ହୋଇଛି।  ପରିବାର ଲୋକଙ୍କ ସହ ଉଡ଼ା ପର୍ବ ଦେଖିବାକୁ ଯାଇଥିବାବେଳେ ସେ ଦୁଷ୍କର୍ମ ଶିକାର ହୋଇଥିବା ନେଇ ଅଭିଯୋଗ ହୋଇଛି।

Advertisment

ପରିବାର ଲୋକେ ଅଟୋରୁ ଓହ୍ଲାଇବା ପରେ, ଅଟୋ ପାର୍କିଂ ଆଳରେ ନାବାଳିକାଙ୍କୁ ଅନ୍ୟତ୍ର ନେଇଯାଇ ଡ୍ରାଇଭର ଜଣକ ଦୁଷ୍କର୍ମ କରିଥିଲା। ପରେ ନାବାଳିକାଙ୍କୁ ଏକ ବୁଦାମୂଳରୁ ମୁମୁର୍ଷୁ ଅବସ୍ଥାରେ ଉଦ୍ଧାର କରାଯାଇ ମେଡିକାଲ୍‌ରେ ଭର୍ତ୍ତି କରାଯାଇଛି।

ଏହି ଘଟଣାରେ  ଅଭିଯୁକ୍ତ ଅଟୋ ଡ୍ରାଇଭରକୁ ଅଟକ ରଖିଛି ପୋଲିସ। ଅନ୍ୟପକ୍ଷରେ ଏହି ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ଦେଖାଦେଇଛି। ଏହାର ପ୍ରତିବାଦ କରି ଠାକୁରମୁଣ୍ଡା-ଆନନ୍ଦପୁର ରାସ୍ତା ଅବରୋଧ କରିଛନ୍ତି ସ୍ଥାନୀୟ ଲୋକେ।

Advertisment
Baripada Minor Girl Rape Tribal Girl Rape
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ