Advertisment

ମୂଲ୍ୟବାନ ଅଳଙ୍କାର, ମୂର୍ତ୍ତି ଓ ହୁଣ୍ଡି ଭାଙ୍ଗି ଲକ୍ଷାଧିକ ଟଙ୍କା ଲୁଟ୍‌

ସୋର: ସୋରରେ ସିରିଜ୍ ମନ୍ଦିର ଚୋରି। ସୋର ଥାନାର ସାବିରା ଗାଁରେ ଥିବା ୫ଟି ମନ୍ଦିରରୁ ଚୋରି ଅଭିଯୋଗ ହୋଇଛି।  ଦୁର୍ବୃତ୍ତମାନେ ମନ୍ଦିରର ତାଲା ଭାଙ୍ଗି ଲକ୍ଷାଧିକ ଟଙ୍କାର ଗହଣା ଚୋରି କରି ନେଇଛନ୍ତି। ପତ୍ରାଶୁଣି ମନ୍ଦିର ଓ ଜାଗୁଳେଇ ମନ୍ଦିରରୁ ଦୁର୍ବୃତ୍ତମାନେ ସୁନାଚିତା, ହାର, ରୂପା ସହ ଲକ୍ଷାଧିକ ଟଙ୍କା ଲୁଟ୍‌ କରିଛନ୍ତି। ସେହିଭଳି ରାଧାକୃଷ୍ଣ ମନ୍ଦିରର ହୁଣ୍ଡି ବାକ୍ସକୁ ନେଇ ଲୁଟେରା ମାନେ ଫେରାର ହୋଇ ଯାଇଛନ୍ତି। ଅଞ୍ଚଳରେ ଆଉ ଦୁଇଟି ମନ୍ଦିରରୁ ମଧ୍ୟ […]

ମୂଲ୍ୟବାନ ଅଳଙ୍କାର, ମୂର୍ତ୍ତି ଓ ହୁଣ୍ଡି ଭାଙ୍ଗି ଲକ୍ଷାଧିକ ଟଙ୍କା ଲୁଟ୍‌

temple

Advertisment

ସୋର: ସୋରରେ ସିରିଜ୍ ମନ୍ଦିର ଚୋରି। ସୋର ଥାନାର ସାବିରା ଗାଁରେ ଥିବା ୫ଟି ମନ୍ଦିରରୁ ଚୋରି ଅଭିଯୋଗ ହୋଇଛି।  ଦୁର୍ବୃତ୍ତମାନେ ମନ୍ଦିରର ତାଲା ଭାଙ୍ଗି ଲକ୍ଷାଧିକ ଟଙ୍କାର ଗହଣା ଚୋରି କରି ନେଇଛନ୍ତି।

Advertisment

ପତ୍ରାଶୁଣି ମନ୍ଦିର ଓ ଜାଗୁଳେଇ ମନ୍ଦିରରୁ ଦୁର୍ବୃତ୍ତମାନେ ସୁନାଚିତା, ହାର, ରୂପା ସହ ଲକ୍ଷାଧିକ ଟଙ୍କା ଲୁଟ୍‌ କରିଛନ୍ତି। ସେହିଭଳି ରାଧାକୃଷ୍ଣ ମନ୍ଦିରର ହୁଣ୍ଡି ବାକ୍ସକୁ ନେଇ ଲୁଟେରା ମାନେ ଫେରାର ହୋଇ ଯାଇଛନ୍ତି। ଅଞ୍ଚଳରେ ଆଉ ଦୁଇଟି ମନ୍ଦିରରୁ ମଧ୍ୟ ଚୋରି ଅଭିଯୋଗ ଆସିଛି।

ବିଳମ୍ବିତ ରାତିରେ ୧୦ରୁ ୧୫ଜଣ ଲୁଟେରା ବାଇକରେ ଆସି ଲୁଟ୍‌ କରିଥିବା ସୂଚନା ମିଳିଛି। ଅନ୍ୟପକ୍ଷରେ ଏନେଇ ସୋର ପୋଲିସ ଘଟଣାର ତଦନ୍ତ କରୁଛି।

Advertisment
Soro Series Temple Loot Series Temple Loot In Soro Temple Loot In Soro
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ