Advertisment

ନିଖୋଜ ଅଟୋ ଡ୍ରାଇଭରଙ୍କ ମୃତଦେହ ଉଦ୍ଧାର

କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ବଳଭଦ୍ରପୁର ଗଣ୍ଡରୁ ଜଣେ ଯୁବକଙ୍କ ମୃତଦେହ ଠାବ ହୋଇଛି।  ମୃତକ ହେଲେ ଡମରପୁର ଗାଁର ରଶ୍ମି ରଞ୍ଜନ ଦାସ। ଅଟୋ ଡ୍ରାଇଭର ରଶ୍ମି ଗତ ସନ୍ଧ୍ୟାରୁ ନିଖୋଜ ଥିଲେ ଏବଂ ତାଙ୍କୁ କେହି ହତ୍ୟା କରିଥିବା ମୃତକଙ୍କ ପରିବାର ଲୋକେ ଅଭିଯୋଗ କରିବା ସହିତ ଥାନାରେ ଏତଲା ଦେଇଛନ୍ତି। ସୂଚନାଥାଉ କି, ପୋଲିସ ଅଟୋରିକ୍ସାକୁ ଜବତ କରିବା ସହ ମୃତଦେହକୁ ପୋଷ୍ଟମର୍ଟମ ପାଇଁ ପଠାଇଛି। ଅନ୍ୟପକ୍ଷରେ,ଏହି ଘଟଣାକୁ ନେଇ ତଦନ୍ତ ଆରମ୍ଭ […]

ନିଖୋଜ ଅଟୋ ଡ୍ରାଇଭରଙ୍କ ମୃତଦେହ ଉଦ୍ଧାର

auto driver body found dead

Advertisment

କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ବଳଭଦ୍ରପୁର ଗଣ୍ଡରୁ ଜଣେ ଯୁବକଙ୍କ ମୃତଦେହ ଠାବ ହୋଇଛି।  ମୃତକ ହେଲେ ଡମରପୁର ଗାଁର ରଶ୍ମି ରଞ୍ଜନ ଦାସ।

Advertisment

ଅଟୋ ଡ୍ରାଇଭର ରଶ୍ମି ଗତ ସନ୍ଧ୍ୟାରୁ ନିଖୋଜ ଥିଲେ ଏବଂ ତାଙ୍କୁ କେହି ହତ୍ୟା କରିଥିବା ମୃତକଙ୍କ ପରିବାର ଲୋକେ ଅଭିଯୋଗ କରିବା ସହିତ ଥାନାରେ ଏତଲା ଦେଇଛନ୍ତି।

ସୂଚନାଥାଉ କି, ପୋଲିସ ଅଟୋରିକ୍ସାକୁ ଜବତ କରିବା ସହ ମୃତଦେହକୁ ପୋଷ୍ଟମର୍ଟମ ପାଇଁ ପଠାଇଛି। ଅନ୍ୟପକ୍ଷରେ,ଏହି ଘଟଣାକୁ ନେଇ ତଦନ୍ତ ଆରମ୍ଭ ହୋଇଛି।

Advertisment
Odisha Missing Auto Driver Found Dead
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ