monsoon up
Advertisment
ଭୁବନେଶ୍ୱର: କୃଷକଙ୍କ ପାଇଁ ଖୁସି ଖବର I ଠିକ ସମୟରେ ଏଥର ପହଞ୍ଚିବ ମୌସୁମୀ ବାୟୁ I ଅାସନ୍ତା ୨୯ ତାରିଖରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ କେରଳ ଛୁଇଁବ ବୋଲି ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ I ଏଥିରେ ୩ କିମ୍ବା ୪ ଦିନ ଏପଟ ସେପଟ ହୋଇପାରେI ତେବେ କେରଳ ଛୁଇଁବାର ୧୦ ଦିନ ମଧ୍ୟରେ ମୌସୁମୀ ବାୟୁ ଓଡ଼ିଶାରେ ପହଞ୍ଚିବ ବୋଲି ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି I ଗତ ୨୦୧୬ରେ ଜୁନ୍ ୮ରେ ଏବଂ ୨୦୧୭ରେ ମେ ୩୦ ତାରିଖରେ କେରଳ ଛୁଇଁଥିଲା ମୌସୁମୀ I
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/monsoon-up_1626506014.jpg)