Advertisment

ବ୍ରହ୍ମପୁରରେ ପେଟ୍ରୋଲ ପମ୍ପ ବନ୍ଦକୁ ମାଲିକଙ୍କ ସମର୍ଥନ

ବ୍ରହ୍ମପୁର : ବ୍ରହ୍ମପୁରରେ ଉପଜିଲ୍ଲାପାଳଙ୍କ କାର୍ଯ୍ୟାନୁଷ୍ଠାନ ପ୍ରତିବାଦରେ ପେଟ୍ରୋଲ ପମ୍ପ ବନ୍ଦକୁ କିଛି ପେଟ୍ରୋଲ ପମ୍ପ ମାଲିକଙ୍କ ସମର୍ଥନ। ଗତକାଲି ଦୁଇଟି ପେଟ୍ରୋଲ ପମ୍ପ ବନ୍ଦ ରହିଥିବାବେଳେ ଆଜି ଆଉ କିଛି ପେଟ୍ରୋଲ ପମ୍ପ ବନ୍ଦ ରହିଛି। ବିନା ହେଲମେଟରେ ପେଟ୍ରୋଲ ନଦେବାକୁ ନିକଟରେ ବ୍ରହ୍ମପୁର ଜିଲ୍ଲାପାଳ ନିର୍ଦ୍ଦେଶନାମା ଜାରି କରିଥିଲେ। ତେବେ ଏହାପରେ ମଧ୍ୟ କିଛି ପେଟ୍ରୋଲ ପମ୍ପରେ ବିନା ହେଲମେଟରେ ପେଟ୍ରୋଲ ଦିଆଯାଉଥିବା ଦେଖିବାକୁ ମିଳିଥିଲା। ନିର୍ଦ୍ଦେଶରେ ଅବମାନନା କରାଯାଇଥିବାରୁ କାର୍ଯ୍ୟାନୁଷ୍ଠାନ ସ୍ୱରୂପ ୨ଟି […]

author-image
Otv Khabar Bureau
ବ୍ରହ୍ମପୁରରେ ପେଟ୍ରୋଲ ପମ୍ପ ବନ୍ଦକୁ ମାଲିକଙ୍କ ସମର୍ଥନ

petrol

ବ୍ରହ୍ମପୁର : ବ୍ରହ୍ମପୁରରେ ଉପଜିଲ୍ଲାପାଳଙ୍କ କାର୍ଯ୍ୟାନୁଷ୍ଠାନ ପ୍ରତିବାଦରେ ପେଟ୍ରୋଲ ପମ୍ପ ବନ୍ଦକୁ କିଛି ପେଟ୍ରୋଲ ପମ୍ପ ମାଲିକଙ୍କ ସମର୍ଥନ। ଗତକାଲି ଦୁଇଟି ପେଟ୍ରୋଲ ପମ୍ପ ବନ୍ଦ ରହିଥିବାବେଳେ ଆଜି ଆଉ କିଛି ପେଟ୍ରୋଲ ପମ୍ପ ବନ୍ଦ ରହିଛି। ବିନା ହେଲମେଟରେ ପେଟ୍ରୋଲ ନଦେବାକୁ ନିକଟରେ ବ୍ରହ୍ମପୁର ଜିଲ୍ଲାପାଳ ନିର୍ଦ୍ଦେଶନାମା ଜାରି କରିଥିଲେ।

Advertisment

ତେବେ ଏହାପରେ ମଧ୍ୟ କିଛି ପେଟ୍ରୋଲ ପମ୍ପରେ ବିନା ହେଲମେଟରେ ପେଟ୍ରୋଲ ଦିଆଯାଉଥିବା ଦେଖିବାକୁ ମିଳିଥିଲା। ନିର୍ଦ୍ଦେଶରେ ଅବମାନନା କରାଯାଇଥିବାରୁ କାର୍ଯ୍ୟାନୁଷ୍ଠାନ ସ୍ୱରୂପ ୨ଟି ପେଟ୍ରୋଲ ପମ୍ପ ବନ୍ଦ କରିଥିଲେ ଉପଜିଲ୍ଲାପାଳ। ଏହାର ପ୍ରତିବାଦ କରି ଗତକାଲି ବ୍ରହ୍ମପୁରରେ ସମସ୍ତ ପେଟ୍ରୋଲ ପମ୍ପ ବନ୍ଦ କରାଯାଇଥିଲା।

Berhampur Shops More Petrol Pumps Shut
Advertisment
Advertisment