/odishatv-khabar/media/post_attachments/uploadimage/library/16_9/16_9_0/morning-school_1626434670.jpg)
morning school
ଭୁବନେଶ୍ୱର: ଆଜିଠୁ ସକାଳୁଅ ସ୍କୁଲ ଆରମ୍ଭ ହୋଇଛି। ପ୍ରବଳ ଖରାକୁ ଦୃଷ୍ଟିରେ ରଖି ସ୍କୁଲ ଓ ଗଣଶିକ୍ଷା ବିଭାଗ ସକାଳୁ ସ୍କୁଲ ଖୋଲିବାକୁ ନିର୍ଦ୍ଦେଶ ଦେଇଥିଲେ।
Advertisment
ମାର୍ଚ୍ଚ ମାସ ଅଧାରୁ ହିଁ ପ୍ରବଳ ଗରମ ହୋଇଥିଲା। କିଛି ଦିନ ଧରି ଲଗାତର ଅନେକ ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହୁଥିଲା। ତେଣୁ ପ୍ରବଳ ଖରାକୁ ଦୃଷ୍ଟିରେ ରଖି ସକାଳୁ ସ୍କୁଲ ଖୋଲିବାକୁ ସରକାର ନିଷ୍ପତ୍ତି ନେଇଥିଲେ।
ଏହା ସହିତ ସ୍କୁଲରେ ପାନୀୟ ଜଳର ବ୍ୟବସ୍ଥା କରିବାକୁ ପ୍ରଧାନ ଶିକ୍ଷକଙ୍କୁ ନିର୍ଦ୍ଦେଶ ଦିଆଯାଇଛି।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)