Advertisment

ରାସ୍ତାକଡ଼ରୁ ନବଜାତ ଶିଶୁନକ୍ୟା ଉଦ୍ଧାର

ଯାଜପୁର: ପୁଣି ଅଲୋଡ଼ା ଶିଶୁକନ୍ୟା। ଯାଜପୁର ଜିଲ୍ଲା କୁଆଖିଆଥାନା ଅନ୍ତର୍ଗତ ସୁଆଁସାହିରେ ଜାତୀୟ ରାଜପଥ କଡ଼ରୁ ଉଦ୍ଧାର ହୋଇଛି ନବଜାତ ଶିଶୁକନ୍ୟା। ଶିଶୁଟିକୁ କେହି ଏକ କପଡ଼ାରେ ଗୁଡାଇ ରାସ୍ତାକଡ଼ରେ ରଖି ଚାଲିଯାଇଥିଲା। ଗତକାଲି ଅପରାହ୍ନରେ ସ୍ଥାନୀୟ ଅଞ୍ଚଳରେ ଜଣେ ମହିଳା ଶିଶୁଟିକୁ ଦେଖି ଘରକୁ ନେଇ ଆସିଥିଲେ।  ଶିଶୁର ମୁହଁରେ କପଡ଼ା ଗୁଡ଼ାଇ ହୋଇଥିବା ଅବସ୍ଥାରେ ଉଦ୍ଧାର ହୋଇଛି। ବର୍ତ୍ତମାନ ଶିଶୁଟି ସୁସ୍ଥ ଥିବା ଜଣାପଡିଛି। ସୂଚନାଥାଉ କି, ମାର୍ଚ୍ଚ ୨୨ରେ ଅନୁଗୁଳ ପାଲଲହଡ଼ା ଶିଳିଆମୁଣ୍ଡା […]

ରାସ୍ତାକଡ଼ରୁ ନବଜାତ ଶିଶୁନକ୍ୟା ଉଦ୍ଧାର

newborn baby girl

Advertisment

ଯାଜପୁର: ପୁଣି ଅଲୋଡ଼ା ଶିଶୁକନ୍ୟା। ଯାଜପୁର ଜିଲ୍ଲା କୁଆଖିଆଥାନା ଅନ୍ତର୍ଗତ ସୁଆଁସାହିରେ ଜାତୀୟ ରାଜପଥ କଡ଼ରୁ ଉଦ୍ଧାର ହୋଇଛି ନବଜାତ ଶିଶୁକନ୍ୟା।

Advertisment

ଶିଶୁଟିକୁ କେହି ଏକ କପଡ଼ାରେ ଗୁଡାଇ ରାସ୍ତାକଡ଼ରେ ରଖି ଚାଲିଯାଇଥିଲା। ଗତକାଲି ଅପରାହ୍ନରେ ସ୍ଥାନୀୟ ଅଞ୍ଚଳରେ ଜଣେ ମହିଳା ଶିଶୁଟିକୁ ଦେଖି ଘରକୁ ନେଇ ଆସିଥିଲେ।  ଶିଶୁର ମୁହଁରେ କପଡ଼ା ଗୁଡ଼ାଇ ହୋଇଥିବା ଅବସ୍ଥାରେ ଉଦ୍ଧାର ହୋଇଛି। ବର୍ତ୍ତମାନ ଶିଶୁଟି ସୁସ୍ଥ ଥିବା ଜଣାପଡିଛି।

ସୂଚନାଥାଉ କି, ମାର୍ଚ୍ଚ ୨୨ରେ ଅନୁଗୁଳ ପାଲଲହଡ଼ା ଶିଳିଆମୁଣ୍ଡା ପୋଖରୀ ନିକଟରେ ଥିବା ଏକ ଅମରୀ ବୁଦାମୂଳରୁ ନବଜାତ ଶିଶୁକନ୍ୟାକୁ  ଉଦ୍ଧାର କରାଯାଇଥିଲା।

Advertisment
Jajpur Newborn Baby Newborn Baby Rescued
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ