new born girl baby
Advertisment
ଫୁଲବାଣୀ: ଫୁଲବାଣୀ ମେଡିକାଲ ନିକଟ ମୁଣ୍ଡିଅସାହିରୁ ଆଜି ଏନ ନବଜାତ ଶିଶୁ କନ୍ୟାର ମୃତ ଦେହ ଠାବ କରାଯାଇଛି। ଶିଶୁ କନ୍ୟାର ମୃତ ଦେହକୁ କୁକୁର ମାନେ ଆଣି ପକାଇଥିବା ଦେଖିବାକୁ ମିଳିଛି।
Advertisment
ସେହି ସାହିର ଜଣେ ମହିଳା କୁନି ଦିଗାଲ ମୃତ ଶିଶୁ ପଡିଥିବା ଦେଖି ପୋଲିକୁ ଖବର ଦେଇଥିଲେ। ଘଟଣା ସ୍ଥଳରେ ଟାଉନ ଥାନା ପୋଲିସ ପହଞ୍ଚି ଶିଶୁର ମୃତ ଦେହକୁ ଜବତ କରି ତଦନ୍ତ ଆରମ୍ଭ କରିଛି।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/new-born-girl-baby_1626434300.jpg)