Advertisment

ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ। ଝଡ଼ ତୋଫାନ ସହିତ ପ୍ରବଳ ବର୍ଷା ହୋଇଛି। ବିଭିନ୍ନ ସ୍ଥାନରେ ବର୍ଷା ହେବା ଦ୍ୱାରା ତାତିରୁ ଟିକେ ତ୍ରାହି ମିଳିଛି। ଲୋକେ ସାମାନ୍ୟ ଆଶ୍ୱସ୍ତି ଅନୁଭବ କରିଛନ୍ତି। ତେବେ ଝଡ଼ ତୋଫାନ ଯୋଗୁଁ ବିଦ୍ୟୁତ କାଟ୍‌ ହୋଇଥିବାରୁ ଲୋକେ ଅସନ୍ତୋଷ ପ୍ରକାଶ କରିଛନ୍ତି। ବଲାଙ୍ଗିର, ବାଲେଶ୍ୱରର ବିଭିନ୍ନ ସ୍ଥାନରେ ମଧ୍ୟ ବର୍ଷ ହୋଇଛି। ଏକ ଘଣ୍ଟାରୁ ଅଧିକ ସମୟ ଧରି ବର୍ଷା ସହିତ ଘଡ଼ଘଡ଼ି ହୋଇଛି। ଏଥିରେ ଗଛ ପତ୍ର […]

ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ

monsoon

Advertisment

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ। ଝଡ଼ ତୋଫାନ ସହିତ ପ୍ରବଳ ବର୍ଷା ହୋଇଛି। ବିଭିନ୍ନ ସ୍ଥାନରେ ବର୍ଷା ହେବା ଦ୍ୱାରା ତାତିରୁ ଟିକେ ତ୍ରାହି ମିଳିଛି। ଲୋକେ ସାମାନ୍ୟ ଆଶ୍ୱସ୍ତି ଅନୁଭବ କରିଛନ୍ତି।

Advertisment

ତେବେ ଝଡ଼ ତୋଫାନ ଯୋଗୁଁ ବିଦ୍ୟୁତ କାଟ୍‌ ହୋଇଥିବାରୁ ଲୋକେ ଅସନ୍ତୋଷ ପ୍ରକାଶ କରିଛନ୍ତି। ବଲାଙ୍ଗିର, ବାଲେଶ୍ୱରର ବିଭିନ୍ନ ସ୍ଥାନରେ ମଧ୍ୟ ବର୍ଷ ହୋଇଛି। ଏକ ଘଣ୍ଟାରୁ ଅଧିକ ସମୟ ଧରି ବର୍ଷା ସହିତ ଘଡ଼ଘଡ଼ି ହୋଇଛି। ଏଥିରେ ଗଛ ପତ୍ର ମଧ୍ୟ ଭାଙ୍ଗି ଯାଇଛି। ବର୍ଷା ପବନ ଯୋଗୁଁ ବିଦ୍ୟୁତ ସରବରାହ ବନ୍ଦ ରହିଥିଲା।

ଏପଟେ ରାଜଧାନୀରେ ମଧ୍ୟ ଗତ ସଂଧ୍ୟାରେ ବର୍ଷା ହୋଇଥିବାରୁ ଲୋକେ ଆଶ୍ୱସ୍ତି ଅନୁଭବ କରିଛନ୍ତି। ଗତ କିଛି ଦିନ ଧରି ରାଜ୍ୟର ଅନେକ ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହୁଥିଲା। ବର୍ଷା ଯୋଗୁଁ ତାତି କମିଛି।  ଗତକାଲି କେବଳ ସୋନପୁରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିଲା। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ପାଗ ମେଘୁଆ ରହିବ। କେତେକ ସ୍ଥାନରେ ଘଡ଼ଘଡ଼ି ସହିତ ବର୍ଷା ହେବାର ସମ୍ଭାବନା ଅଛି।

Advertisment
Odisha Kalabaisakhi Kalabaisakhi In Odisha
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ