Advertisment

ରାଜ୍ୟର ୧୨ଟି ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା

ଭୁବନେଶ୍ୱର: ରାଜ୍ୟର ୧୨ଟି ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା। ଏନେଇ ଆଜି ସାଢ଼େ ୨ଟାରୁ ସାଢ଼େ ୬ଟା ପର୍ଯ୍ୟନ୍ତ ସତର୍କ ରହିବାକୁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। କାଳବୈଶାଖୀ ବେଳେ ୫୦ରୁ ୬୦ କିମି ବେଗରେ ପବନ ବହିବ। ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ବଲାଙ୍ଗିର, ନୂଆପଡ଼ା, ବୌଦ୍ଧ, କଳାହାଣ୍ଡି, ନବରଙ୍ଗପୁର, ସୋନପୁର, ସମ୍ବଲପୁର, କେନ୍ଦୁଝର ଓ ମୟୂରଭଞ୍ଜରେ କାଳବୈଶାଖୀ ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।

author-image
Otv Khabar Bureau
ରାଜ୍ୟର ୧୨ଟି ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା

monsoon

ଭୁବନେଶ୍ୱର: ରାଜ୍ୟର ୧୨ଟି ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା। ଏନେଇ ଆଜି ସାଢ଼େ ୨ଟାରୁ ସାଢ଼େ ୬ଟା ପର୍ଯ୍ୟନ୍ତ ସତର୍କ ରହିବାକୁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

Advertisment

କାଳବୈଶାଖୀ ବେଳେ ୫୦ରୁ ୬୦ କିମି ବେଗରେ ପବନ ବହିବ।

ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ବଲାଙ୍ଗିର, ନୂଆପଡ଼ା, ବୌଦ୍ଧ, କଳାହାଣ୍ଡି, ନବରଙ୍ଗପୁର, ସୋନପୁର, ସମ୍ବଲପୁର, କେନ୍ଦୁଝର ଓ ମୟୂରଭଞ୍ଜରେ କାଳବୈଶାଖୀ ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।

Odisha Norwester Kalabaisakhi Kalabaisakhi In Odisha
Advertisment
Advertisment