/odishatv-khabar/media/post_attachments/uploadimage/library/16_9/16_9_0/police-encounter_1626503565.jpg)
police encounter
ନୟାଗଡ଼: ନୟାଗଡ଼ରେ ପୋଲିସ ଏନ୍କାଉଣ୍ଟର। ରଣପୁର ଥାନା ଦର୍ପନାରାୟଣପୁର ବାପୁଜୀପାଲ୍ଲୀ ଜଙ୍ଗଲ ନିକଟରେ ଏହି ଏନ୍କାଉଣ୍ଟର ହୋଇଛି।
Advertisment
ଏନ୍କାଉଣ୍ଟରରେ ଦୁର୍ଦ୍ଦାନ୍ତ ଅପରାଧୀ ରବି ଦୋରା ଆହତ ହୋଇଛି। ଏକ ମାମଲାରେ ପୋଲିସ ଗତକାଲି ରାତିରେ ରବି ଦୋରାକୁ ଧରିବାକୁ ଯାଇଥିବା ବେଳେ ସେ ପୋଲିସ ଗାଡ଼ି ଉପରକୁ ଗୁଳି ଚଳାଇଥିଲା। ଏଥିରେ ରଣପୁର ଥାନା ଆଇଆଇସି ଆହତ ହୋଇଥିଲେ।
ତେବେ ପୋଲିସ ପକ୍ଷରୁ ତୁରନ୍ତ ଏହାର ପାଲଟା ଜବାବ ଦିଆଯାଇଥିଲା। ଏଥିରେ ରବିର ଡାହାଣ ଗୋଡ଼ରେ ଗୁଳି ବାଜିବା ଫଳରେ ସେ ଆହତ ହୋଇଛି। ଆହତ ରବିକୁ ପ୍ରଥମେ ନୟାଗଡ଼ ଓ ପରେ କଟକ ବଡ଼ ଡାକ୍ତରଖାନା ସ୍ଥାନାନ୍ତର କରାଯାଇଛି। ତା' ନିକଟରୁ ଏକ ମାଉଜର୍ ଓ ୫ଟି ଗୁଳି ଜବତ ହୋଇଛି।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)