Advertisment

ନାମ ଫଳକ ଓଡ଼ିଆରେ ଲେଖିବା ବାଧ୍ୟତାମୂଳକ

ଭୁବନେଶ୍ୱର: ଏଣିକି ନାମ ଫଳକ ଓଡ଼ିଆରେ ଲେଖିବା ବାଧ୍ୟତାମୂଳକ। ପ୍ରତି ଦୋକାନ ସହ ପ୍ରତିଷ୍ଠାନଗୁଡ଼ିକର ନାମ ଫଳକ ଓଡ଼ିଆରେ ଲେଖାଯିବ। ନଚେତ୍ ତଣ୍ଡ ଗଣିବେ ଦୋକାନୀ। ଗତକାଲି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ପ୍ରଥମ ଥର ଧରାପଡ଼ିଲେ ୧ ହଜାରରୁ ୫ ହଜାର ଟଙ୍କା ପର୍ଯ୍ୟନ୍ତ ଏବଂ ଦ୍ୱିତୀୟ ବାର ଧରାପଡ଼ିଲେ ୨ରୁ ୨୫ ହଜାର ଟଙ୍କା ପର୍ଯ୍ୟନ୍ତ ଜରିମାନା ପ୍ରସ୍ତାବକୁ କ୍ୟାବିନେଟ୍ ଅନୁମୋଦନ ମିଳିଛି। ସେହିପରି ଓଡ଼ିଆ ସରକାରୀ ଭାଷା ଆଇନରେ […]

ନାମ ଫଳକ ଓଡ଼ିଆରେ ଲେଖିବା ବାଧ୍ୟତାମୂଳକ

Odia

Advertisment

ଭୁବନେଶ୍ୱର: ଏଣିକି ନାମ ଫଳକ ଓଡ଼ିଆରେ ଲେଖିବା ବାଧ୍ୟତାମୂଳକ। ପ୍ରତି ଦୋକାନ ସହ ପ୍ରତିଷ୍ଠାନଗୁଡ଼ିକର ନାମ ଫଳକ ଓଡ଼ିଆରେ ଲେଖାଯିବ। ନଚେତ୍ ତଣ୍ଡ ଗଣିବେ ଦୋକାନୀ।

Advertisment

ଗତକାଲି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ପ୍ରଥମ ଥର ଧରାପଡ଼ିଲେ ୧ ହଜାରରୁ ୫ ହଜାର ଟଙ୍କା ପର୍ଯ୍ୟନ୍ତ ଏବଂ ଦ୍ୱିତୀୟ ବାର ଧରାପଡ଼ିଲେ ୨ରୁ ୨୫ ହଜାର ଟଙ୍କା ପର୍ଯ୍ୟନ୍ତ ଜରିମାନା ପ୍ରସ୍ତାବକୁ କ୍ୟାବିନେଟ୍ ଅନୁମୋଦନ ମିଳିଛି।

ସେହିପରି ଓଡ଼ିଆ ସରକାରୀ ଭାଷା ଆଇନରେ ସଂଶୋଧନକୁ ମଂଜୁରୀ ମିଳିଛି। ଓଡ଼ିଆ ଭାଷାରେ କାମ କଲେ ପୁରସ୍କାର ମିଳିବ ନଚେତ୍ ଦଣ୍ଡ ବିଧାନ ହେବ ବୋଲି କ୍ୟାବିନେଟ୍ ବୈଠକରେ ନିଷ୍ପତ୍ତି ହୋଇଛି। ଏନେଇ ବିଧାନସଭାରେ ବିଲ୍ ଆସିବ, ତା ପରେ କାର୍ଯ୍ୟକାରୀ କରାଯିବାକୁ ନିଷ୍ପତ୍ତି ହୋଇଛି।

Advertisment
Odisha Odisha Cabinet Odia Odia Mandatory On Signboards Orissa Official Language Act Signboards In Odisha
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ