/odishatv-khabar/media/post_attachments/uploadimage/library/16_9/16_9_0/hot_1626500064.jpg)
hot
ଭୁବନେଶ୍ୱର : ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମର ପ୍ରକୋପ। ଗତକାଲି ୧୦ଟି ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିଲା। ଶୁକ୍ରବାର ରାଜ୍ୟର ସବୁଠାରୁ ଉତ୍ତପ୍ତ ସହର ଥିଲା ଟିଟିଲାଗଡ ।
Advertisment
ଏଠାରେ ସର୍ବାଧିକ ତାପମାତ୍ରା ୪୩ ଦଶମିକ ୫ ଡିଗ୍ରୀ ସେଲ୍ସିୟସ ରେକର୍ଡ କରାଯାଇଛି। ସେହିପରି ୪୨ ଦଶମିକ ୬ ଡିଗ୍ରୀ ତାପମାତ୍ରା ସହ ଦ୍ୱିତୀୟ ସ୍ଥାନରେ ରହିଛି ବଲାଙ୍ଗିର। ଭୁବନେଶ୍ୱରରେ ସର୍ବାଧିକ ତାପମାତ୍ରା ୩୬ ଦଶମିକ ୬ ଡିଗ୍ରୀ ରହିଛି।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)