cm
Advertisment
ଭୁବନେଶ୍ୱର : ଏଣିକି ସ୍କୁଲ ଛାତ୍ରୀଙ୍କୁ ମାଗଣାରେ ମିଳିବ ସାନିଟାରୀ ନାପ୍କିନ୍। ଏଥିପାଇଁ ରାଜ୍ୟ ସରକାର ଆରମ୍ଭ କରିଛନ୍ତି ନୂଆ ଯୋଜନା ଖୁସି। ଏହି ‘ଖୁସି’ ଯୋଜନା ଅଧୀନରେ ଷଷ୍ଠରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରୀମାନଙ୍କୁ ମାଗଣା ସାନିଟାରୀ ନାପକିନ୍ ଯୋଗାଇ ଦିଆଯିବ।
Advertisment
ଏହାଦ୍ୱାରା ରାଜ୍ୟର ୧୭ ଲକ୍ଷ ଛାତ୍ରୀ ଉପକୃତ ହେବେ ବୋଲି ସରକାର ଯୋଜନା ରଖିଛନ୍ତି। ସମସ୍ତ ସରକାରୀ ଏବଂ ସରକାରୀ ଅନୁଦାନ ପ୍ରାପ୍ତ ସ୍କୁଲ ଛାତ୍ରୀଙ୍କୁ ଏହି ଯୋଜନା ଅଧୀନରେ ନାପକିନ୍ ମିଳିବ ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/cm_1626430800.jpg)