Advertisment

ଶ୍ରୀଜିଉଙ୍କୁ ଦର୍ଶନ କଲେ ରାଜ୍ୟପାଳ

ପୁରୀ: ଓଡ଼ିଶା ରାଜ୍ୟପାଳ ସତ୍ୟପାଲ ମଲ୍ଲିକ ଗତକାଲି ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି।  ଅପରାହ୍ନ ପ୍ରାୟ ୫ଟା ୫୫ମିନିଟରେ ରାଜ୍ୟପାଳ ରାଜଭବନରୁ ବାହାରି ସିଂହଦ୍ୱାର ଚକଡାରେ ପହଞ୍ଚିଥିଲେ। ଛତିଶା ନିଯୋଗ ମହାନାୟକ ଜନାର୍ଦ୍ଦନ ପାଟ୍ଟଯୋଶୀ ମହାପାତ୍ର ରାଜ୍ୟପାଳଙ୍କୁ ଖଣ୍ଡୁଆ ପାଟ ପ୍ରଦାନ କରି ସ୍ୱାଗତ କରିଥିଲେ। ଏହାପରେ ରାଜ୍ୟପାଳଙ୍କୁ ମନ୍ଦିର ଭିତରକୁ ପାଛୋଟି ନିଆଯାଇଥିଲା। ରାଜ୍ୟପାଳ ପ୍ରଭୁଙ୍କ ଆଶିଷ ଭିକ୍ଷା କରି ଫେରିଆସିଥିଲେ।

ଶ୍ରୀଜିଉଙ୍କୁ ଦର୍ଶନ କଲେ ରାଜ୍ୟପାଳ

governor

Advertisment

ପୁରୀ: ଓଡ଼ିଶା ରାଜ୍ୟପାଳ ସତ୍ୟପାଲ ମଲ୍ଲିକ ଗତକାଲି ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି।  ଅପରାହ୍ନ ପ୍ରାୟ ୫ଟା ୫୫ମିନିଟରେ ରାଜ୍ୟପାଳ ରାଜଭବନରୁ ବାହାରି ସିଂହଦ୍ୱାର ଚକଡାରେ ପହଞ୍ଚିଥିଲେ।

Advertisment

ଛତିଶା ନିଯୋଗ ମହାନାୟକ ଜନାର୍ଦ୍ଦନ ପାଟ୍ଟଯୋଶୀ ମହାପାତ୍ର ରାଜ୍ୟପାଳଙ୍କୁ ଖଣ୍ଡୁଆ ପାଟ ପ୍ରଦାନ କରି ସ୍ୱାଗତ କରିଥିଲେ। ଏହାପରେ ରାଜ୍ୟପାଳଙ୍କୁ ମନ୍ଦିର ଭିତରକୁ ପାଛୋଟି ନିଆଯାଇଥିଲା। ରାଜ୍ୟପାଳ ପ୍ରଭୁଙ୍କ ଆଶିଷ ଭିକ୍ଷା କରି ଫେରିଆସିଥିଲେ।

Puri Governor Odisha Governor Satya Pal Malik
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ