Advertisment

୧୯ରେ +୨ ବିଜ୍ଞାନ ରେଜଲ୍ଟ

ଭୁବନେଶ୍ୱର: ଆସନ୍ତା ୧୯ତାରିଖରେ ପ୍ରକାଶ ପାଇବ ଯୁକ୍ତ ଦୁଇ ବିଜ୍ଞାନ ପରୀକ୍ଷା ଫଳ। ଦିନ ୧୧ଟାରେ CHSE କାର୍ଯ୍ୟାଳୟରେ ପ୍ରକାଶ ପାଇବ ରେଜଲ୍ଟ। ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଛାତ୍ରଛାତ୍ରୀମାନେ ଅଫିସିଆଲ ୱେବସାଇଟ୍‌ chseodisha.nic.in ରେଜଲ୍ଟ ଦେଖିପାରିବେ। ଏହାବ୍ୟତୀତ orissaresults.nic.in ରେ ମଧ୍ୟ ରେଜଲ୍ଟ ଦେଖିହେବ। ତେବେ ଚଳିତ ମାସ ଶେଷ ସୁଦ୍ଧା କଳା ଏବଂ ବାଣିଜ୍ୟ ଫଳ ପ୍ରକାଶ ପାଇପାରେ ବୋଲି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ବଦ୍ରି […]

author-image
Otv Khabar Bureau
୧୯ରେ +୨ ବିଜ୍ଞାନ ରେଜଲ୍ଟ

plus two result

ଭୁବନେଶ୍ୱର: ଆସନ୍ତା ୧୯ତାରିଖରେ ପ୍ରକାଶ ପାଇବ ଯୁକ୍ତ ଦୁଇ ବିଜ୍ଞାନ ପରୀକ୍ଷା ଫଳ। ଦିନ ୧୧ଟାରେ CHSE କାର୍ଯ୍ୟାଳୟରେ ପ୍ରକାଶ ପାଇବ ରେଜଲ୍ଟ। ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

Advertisment

ଛାତ୍ରଛାତ୍ରୀମାନେ ଅଫିସିଆଲ ୱେବସାଇଟ୍‌ chseodisha.nic.in ରେଜଲ୍ଟ ଦେଖିପାରିବେ। ଏହାବ୍ୟତୀତ orissaresults.nic.in ରେ ମଧ୍ୟ ରେଜଲ୍ଟ ଦେଖିହେବ।

ତେବେ ଚଳିତ ମାସ ଶେଷ ସୁଦ୍ଧା କଳା ଏବଂ ବାଣିଜ୍ୟ ଫଳ ପ୍ରକାଶ ପାଇପାରେ ବୋଲି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ବଦ୍ରି ନାରାୟଣ ପାତ୍ର ସୂଚନା ଦେଇଛନ୍ତି। ଚଳିତ ବର୍ଷ ୩ ଲକ୍ଷ ୬୫ ହଜାର ୮୨୬ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିଲେ।

Advertisment

ମାର୍ଚ୍ଚ ୬ରେ ବିଜ୍ଞାନ ଓ ବାଣିଜ୍ୟ ବିଭାଗର ପରୀକ୍ଷା ଆରମ୍ଭ ହୋଇଥିବା ବେଳେ ମାର୍ଚ୍ଚ ୭ରେ କଳା ପରୀକ୍ଷା ଆରମ୍ଭ ହୋଇଥିଲା।

Plus Two Result
Advertisment
Advertisment