Advertisment

ଆଜି ପ୍ରକାଶ ପାଇବ ଯୁକ୍ତ ୨ ବିଜ୍ଞାନ ପରୀକ୍ଷା ଫଳ

ଭୁବନେଶ୍ୱର: ଆଜି ପ୍ରକାଶ ପାଇବ ଯୁକ୍ତ ୨ ବିଜ୍ଞାନ ପରୀକ୍ଷା ଫଳ। ଉଚ୍ଚମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟରେ ସକାଳ ୧୧ ଟାରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ବଦ୍ରିନାରାୟଣ ପାତ୍ର ପରୀକ୍ଷା ଫଳ ଘୋଷଣା କରିବେ। ଏହାପରେ ଛାତ୍ରଛାତ୍ରୀ ମାନେ www.chseodisha.nic.in ଏବଂ www.orissaresults.nic.in  ୱେବସାଇଟ୍‌ରେ ନିଜ ରୋଲ୍ ନମ୍ବର ଓ ରେଜିଷ୍ଟ୍ରେସନ୍ ନମ୍ବର ଦେଇ ପରୀକ୍ଷା ଫଳ ଜାଣିପାରିବେ। ଚଳିତ ବର୍ଷ ୯୫ହଜାରରୁ ଅଧିକ ଛାତ୍ରଛାତ୍ରୀ ଯୁକ୍ତ ଦୁଇ ବିଜ୍ଞାନ ପରୀକ୍ଷା ଦେଇଛନ୍ତି। ଗତବର୍ଷ ଯୁକ୍ତ […]

ଆଜି ପ୍ରକାଶ ପାଇବ ଯୁକ୍ତ ୨ ବିଜ୍ଞାନ ପରୀକ୍ଷା ଫଳ

plus two result

Advertisment

ଭୁବନେଶ୍ୱର: ଆଜି ପ୍ରକାଶ ପାଇବ ଯୁକ୍ତ ୨ ବିଜ୍ଞାନ ପରୀକ୍ଷା ଫଳ। ଉଚ୍ଚମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟରେ ସକାଳ ୧୧ ଟାରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ବଦ୍ରିନାରାୟଣ ପାତ୍ର ପରୀକ୍ଷା ଫଳ ଘୋଷଣା କରିବେ।

Advertisment

ଏହାପରେ ଛାତ୍ରଛାତ୍ରୀ ମାନେ www.chseodisha.nic.in ଏବଂ www.orissaresults.nic.in  ୱେବସାଇଟ୍‌ରେ ନିଜ ରୋଲ୍ ନମ୍ବର ଓ ରେଜିଷ୍ଟ୍ରେସନ୍ ନମ୍ବର ଦେଇ ପରୀକ୍ଷା ଫଳ ଜାଣିପାରିବେ।

ଚଳିତ ବର୍ଷ ୯୫ହଜାରରୁ ଅଧିକ ଛାତ୍ରଛାତ୍ରୀ ଯୁକ୍ତ ଦୁଇ ବିଜ୍ଞାନ ପରୀକ୍ଷା ଦେଇଛନ୍ତି। ଗତବର୍ଷ ଯୁକ୍ତ ଦୁଇ ବିଜ୍ଞାନରେ ୯୦ହଜାର ୬୪୩ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିବାବେଳେ ୭୩ ହଜାର ୫୨୩ଜଣ ପାସ୍ କରିଥିଲେ। ପାସ୍ ହାର ଥିଲା ୮୧.୧୧ ପ୍ରତିଶତ।

Advertisment

ତେବେ ମେ ଶେଷ ସପ୍ତାହରେ ଯୁକ୍ତ ଦୁଇ କଳା ଓ ବାଣିଜ୍ୟ ଫଳ ପ୍ରକାଶ ପାଇବ ବୋଲି ଗତକାଲି ବିଭାଗୀୟ ମନ୍ତ୍ରୀ ସୂଚନା ଦେଇଥିଲେ।

Plus Two Result Plus Two Science Results
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ