Advertisment

ଦ୍ୱିତୀୟ ପର୍ଯ୍ୟାୟରେ ହେବ ୫୬ଟି କେନ୍ଦ୍ରରେ ଖାତା ଦେଖା

ଭୁବନେଶ୍ୱର: ଆଜିଠୁ ଆରମ୍ଭ ହେବ ଯୁକ୍ତ ୨ ପରୀକ୍ଷାର ଦ୍ୱିତୀୟ ପର୍ଯ୍ୟାୟ ଖାତା ଦେଖା। ରାଜ୍ୟର ୫୬ଟି କେନ୍ଦ୍ରରେ ପରୀକ୍ଷା ଖାତା ମୂଲ୍ୟାୟନ ହେଉଛି।  ପ୍ରଥମ ପର୍ଯ୍ୟାୟ ଖାତାଦେଖା ଏପ୍ରିଲ ୪ରୁ ଆରମ୍ଭ ହୋଇ ଏପ୍ରିଲ ୧୪ରେ ଶେଷ ହୋଇଥିଲା। ସେହିପରି ଦ୍ୱିତୀୟ ପର୍ଯ୍ୟାୟ ଖାତା ଦେଖା ଆଜିଠାରୁ ଏପ୍ରିଲ ୨୬ ତାରିଖ ପର୍ଯ୍ୟାୟ ଚାଲିବ। ଏପ୍ରିଲ ୨୮ ସୁଦ୍ଧା ସମସ୍ତ ଖାତାଦେଖା ସାରିବାକୁ ଉଚ୍ଚମାଧ୍ୟମିକ ଶିକ୍ଷାପରିଷଦ ସମୟ ଧାର୍ଯ୍ୟ କରିଛି। ସେପଟେ ୬ଦଫା ଦାବିରେ ଏବେବି […]

author-image
Otv Khabar Bureau
ଦ୍ୱିତୀୟ ପର୍ଯ୍ୟାୟରେ ହେବ ୫୬ଟି କେନ୍ଦ୍ରରେ ଖାତା ଦେଖା

plus two evaluation

ଭୁବନେଶ୍ୱର: ଆଜିଠୁ ଆରମ୍ଭ ହେବ ଯୁକ୍ତ ୨ ପରୀକ୍ଷାର ଦ୍ୱିତୀୟ ପର୍ଯ୍ୟାୟ ଖାତା ଦେଖା। ରାଜ୍ୟର ୫୬ଟି କେନ୍ଦ୍ରରେ ପରୀକ୍ଷା ଖାତା ମୂଲ୍ୟାୟନ ହେଉଛି।  ପ୍ରଥମ ପର୍ଯ୍ୟାୟ ଖାତାଦେଖା ଏପ୍ରିଲ ୪ରୁ ଆରମ୍ଭ ହୋଇ ଏପ୍ରିଲ ୧୪ରେ ଶେଷ ହୋଇଥିଲା।

Advertisment

ସେହିପରି ଦ୍ୱିତୀୟ ପର୍ଯ୍ୟାୟ ଖାତା ଦେଖା ଆଜିଠାରୁ ଏପ୍ରିଲ ୨୬ ତାରିଖ ପର୍ଯ୍ୟାୟ ଚାଲିବ। ଏପ୍ରିଲ ୨୮ ସୁଦ୍ଧା ସମସ୍ତ ଖାତାଦେଖା ସାରିବାକୁ ଉଚ୍ଚମାଧ୍ୟମିକ ଶିକ୍ଷାପରିଷଦ ସମୟ ଧାର୍ଯ୍ୟ କରିଛି।

ସେପଟେ ୬ଦଫା ଦାବିରେ ଏବେବି ନିଜ ଜିଦ୍‌ରେ ଅଟଳ ରହିଛନ୍ତି ଶିକ୍ଷକ ଓ ଅଧ୍ୟାପକ। ଦ୍ୱିତୀୟ ପର୍ଯ୍ୟାୟ ଖାତାଦେଖା ସମୟରେ ବି ଅଧ୍ୟାପକମାନେ ଖାତାଦେଖାରୁ ବଞ୍ଚିତ ରହିବା ସହ ବିଭିନ୍ନ ମୂଲ୍ୟାୟନ କେନ୍ଦ୍ର ଆଗରେ ଆନ୍ଦୋଳନ କରାଯିବା ବୋଲି ସଂଘ ନିଷ୍ପତ୍ତି ନେଇଛି। ଶିକ୍ଷକଙ୍କ ଏହି  ଆନ୍ଦୋଳନକୁ ସମର୍ଥନ କରିଛନ୍ତି ଉଭୟ ଛାତ୍ରଛାତ୍ରୀ ଓ ଅଭିଭାବକ ସଂଘ।

Advertisment
Plus Two Evaluation Plus Two Answer Sheet Evaluation Plus 2 Evaluation
Advertisment
Advertisment