Advertisment

ଉତ୍କଳ ଦିବସ ଅବସରରେ ଓଡ଼ିଶାବାସୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଭିନନ୍ଦନ

ନୂଆଦିଲ୍ଲୀ/ଭୁବନେଶ୍ୱର: ଉତ୍କଳ ଦିବସ ଅବସରରେ ଓଡ଼ିଶାବାସୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଆରେ ଟ୍ୱିଟ୍ କରି ଅଭିନନ୍ଦନ ଜଣାଇଛନ୍ତି। ଓଡ଼ିଆ ସଂସ୍କୃତିର ମହନୀୟତା ପାଇଁ ସାରା ଦେଶ ଗର୍ବ କରେ ଏବଂ ବିଭିନ୍ନ କ୍ଷେତ୍ରରେ ଓଡ଼ିଆମାନେ ଉତ୍କର୍ଷ ଲାଭ କରିବା ସହ ଦେଶର ପ୍ରଗତି ପଥରେ ଓଡ଼ିଆ ଲୋକମାନେ ଅଲିଭା ଛାପ ଛାଡ଼ିଛନ୍ତି ବୋଲି ମୋଦି ଟ୍ୱିଟ୍‌ କରିଛନ୍ତି। Best wishes to my sisters and brothers of Odisha on Utkala Dibasa. pic.twitter.com/mspuBqMYQW — […]

ଉତ୍କଳ ଦିବସ ଅବସରରେ ଓଡ଼ିଶାବାସୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଭିନନ୍ଦନ

pm modi

Advertisment

ନୂଆଦିଲ୍ଲୀ/ଭୁବନେଶ୍ୱର: ଉତ୍କଳ ଦିବସ ଅବସରରେ ଓଡ଼ିଶାବାସୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଆରେ ଟ୍ୱିଟ୍ କରି ଅଭିନନ୍ଦନ ଜଣାଇଛନ୍ତି।

Advertisment

ଓଡ଼ିଆ ସଂସ୍କୃତିର ମହନୀୟତା ପାଇଁ ସାରା ଦେଶ ଗର୍ବ କରେ ଏବଂ ବିଭିନ୍ନ କ୍ଷେତ୍ରରେ ଓଡ଼ିଆମାନେ ଉତ୍କର୍ଷ ଲାଭ କରିବା ସହ ଦେଶର ପ୍ରଗତି ପଥରେ ଓଡ଼ିଆ ଲୋକମାନେ ଅଲିଭା ଛାପ ଛାଡ଼ିଛନ୍ତି ବୋଲି ମୋଦି ଟ୍ୱିଟ୍‌ କରିଛନ୍ତି।

Advertisment

ପ୍ରଭୁ ଶ୍ରୀ ଜଗନ୍ନାଥ ଓଡ଼ିଶାର ଜନସାଧାରଣଙ୍କୁ ପ୍ରଗତି ଶୀର୍ଷରେ ପହଞ୍ଚାନ୍ତୁ ବୋଲି ମୋଦି ତାଙ୍କ ଟ୍ୱିଟ୍‌ ପେଜ୍‌ରେ ଲେଖିଛନ୍ତି।

Odisha PM Modi Narendra Modi Latest News Utkal Dibasa
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ