Advertisment

ପୋଲିସ୍-ମାଓବାଦୀ ଗୁଳି ବିନିମୟ: ମାଓ କ୍ୟାମ୍ପ୍ ଠାବ

ସୁନ୍ଦରଗଡ଼: ସୁନ୍ଦରଗଡ଼ ବଣାଇରେ ପୋଲିସ୍-ମାଓବାଦୀ ଗୁଳି ବିନିମୟ। ବଣାଇ ଲୁଙ୍ଗା ପାହାଡ଼ରେ ପୋଲିସ-ମାଓବାଦୀ ମଧ୍ୟରେ ଗୁଳି ବିନିମୟ ହୋଇଛି। ସ୍ଥାନୀୟ ଅଞ୍ଚଳରେ ମାଓ ସଂଗଠନ କରିବା ପାଇଁ ଲୁଙ୍ଗା ପାହାଡ଼ରେ ଏକ ମାଓ କ୍ୟାମ୍ପ୍‌ କରିଥିଲେ ମାଓବାଦୀ। ବିଶେଷ ସୂତ୍ରରୁ ଖବର ପାଇ ଏସ୍‌ପିଙ୍କ ନେତୃତ୍ୱରେ ଏସଓଜି ଓ ଡିଭିଏଫ୍‌ ଯବାନମାନେ ଚଢ଼ାଉ କରିଥିଲେ। ଏହି ସମୟରେ ଉଭୟ ପକ୍ଷ ମଧ୍ୟରେ ଗୁଳି ବିନିମୟ ହୋଇଥିଲା। ଗତ ରାତି ୧୧ଟାରୁ ଭୋର ୪ ଟା ପର୍ଯ୍ୟନ୍ତ ଗୁଳି […]

Maoists Kill  Villagers

Police and Maoists exchange fire

Advertisment

ସୁନ୍ଦରଗଡ଼: ସୁନ୍ଦରଗଡ଼ ବଣାଇରେ ପୋଲିସ୍-ମାଓବାଦୀ ଗୁଳି ବିନିମୟ। ବଣାଇ ଲୁଙ୍ଗା ପାହାଡ଼ରେ ପୋଲିସ-ମାଓବାଦୀ ମଧ୍ୟରେ ଗୁଳି ବିନିମୟ ହୋଇଛି।

Advertisment

ସ୍ଥାନୀୟ ଅଞ୍ଚଳରେ ମାଓ ସଂଗଠନ କରିବା ପାଇଁ ଲୁଙ୍ଗା ପାହାଡ଼ରେ ଏକ ମାଓ କ୍ୟାମ୍ପ୍‌ କରିଥିଲେ ମାଓବାଦୀ। ବିଶେଷ ସୂତ୍ରରୁ ଖବର ପାଇ ଏସ୍‌ପିଙ୍କ ନେତୃତ୍ୱରେ ଏସଓଜି ଓ ଡିଭିଏଫ୍‌ ଯବାନମାନେ ଚଢ଼ାଉ କରିଥିଲେ।

ଏହି ସମୟରେ ଉଭୟ ପକ୍ଷ ମଧ୍ୟରେ ଗୁଳି ବିନିମୟ ହୋଇଥିଲା। ଗତ ରାତି ୧୧ଟାରୁ ଭୋର ୪ ଟା ପର୍ଯ୍ୟନ୍ତ ଗୁଳି ବିନିମୟ ଜାରି ରହିଥିଲା। ସୁରକ୍ଷା ବାହିନୀ ଏକ ମାଓ କ୍ୟାମ୍ପ୍ ଠାବ କରି ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ ହୋଇଥିବା ସୂଚନା ମିଳିଛି।

Advertisment
Maoists Camp Busted Police And Maoist Exchange Fire
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ