berhampur
Advertisment
ବ୍ରହ୍ମପୁର: ବ୍ରହ୍ମପୁରରେ ଏକ ଅଭାବନୀୟ ଘଟଣା ଘଟିଛି। ପାଳିତ କନ୍ୟାକୁ ଚେଙ୍କ ଦେଇଛି ବାପା। ବ୍ରହ୍ମପୁର ବଡ଼ବଜାର ଥାନା ଶ୍ରୀରାମନଗରରେ ଏଭଳି ଘଟଣା ଘଟିଛି।
Advertisment
ଶିଶୁଟି ଅଝଟ ହେବାରୁ ବାପା ତତଲା ଖଡ଼ିକାରେ ଚେଙ୍କ ଦେଇଥିବା ଅଭିଯୋଗ ହୋଇଛି। ଶିଶୁର ମୁହଁ ଓ ହାତରେ ଗଭୀର ଆଘାତ ଲାଗିଛି। ଗୁରୁତର ଅବସ୍ଥାରେ ଶିଶୁଟିକୁ ବ୍ରହ୍ମପୁର ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଛି।
ଅନ୍ୟପକ୍ଷରେ, ଚେଙ୍କ ଦେଇଥିବା ରୁନା ଗୌଡ଼କୁ ଅଟକ ରଖିଛି ପୋଲିସ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/berhampur-2_1626503478.jpg)