Advertisment

ଉତ୍ତର,ଦକ୍ଷିଣ ସମେତ ଉପକୂଳ ଓଡ଼ିଶାରେ କାଳବୈଶାଖୀ ବର୍ଷା ସମ୍ଭାବନା

ଭୁବନେଶ୍ୱର: ରାଜ୍ୟରେ ବିଭିନ୍ନ ସ୍ଥାନରେ ଜାରି ରହିଛି କାଳବୈଶାଖୀ ଜନିତ ବର୍ଷା। ଉପକୂଳ ଅଞ୍ଚଳରେ ତାତି ସାମାନ୍ୟ କମିଥିଲେ ମଧ୍ୟ ଆଭ୍ୟନ୍ତରୀଣ ଅଞ୍ଚଳରେ ତାତି ଅଧିକ ରହିଛି। ଆସନ୍ତା ୧୩ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଜାରି ରହିବ କାଳବୈଶାଖୀ ଜନିତ ବର୍ଷା। ପଶ୍ଚିମବଙ୍ଗ ଓ ଏହାର ଆଖପାଖ ଅଞ୍ଚଳରେ ଘୁର୍ଣ୍ଣିବଳୟ ସୃଷ୍ଟି ହୋଇଥିବାରୁ ଓଡିଶା ଉପରକୁ ଦକ୍ଷିଣ ପଶ୍ଚିମ ଦିଗରୁ ବାୟୁ ପ୍ରବାହିତ ହେଉଛି। ଏହା ପ୍ରଭାବରେ ରାଜ୍ୟର ଉତ୍ତର,ଦକ୍ଷିଣ ସମେତ ଉପକୂଳ ଓଡିଶାରେ ଅପରାହ୍ନ ସମୟରେ […]

author-image
Otv Khabar Bureau
ଉତ୍ତର,ଦକ୍ଷିଣ ସମେତ ଉପକୂଳ ଓଡ଼ିଶାରେ କାଳବୈଶାଖୀ ବର୍ଷା ସମ୍ଭାବନା

monsoon

ଭୁବନେଶ୍ୱର: ରାଜ୍ୟରେ ବିଭିନ୍ନ ସ୍ଥାନରେ ଜାରି ରହିଛି କାଳବୈଶାଖୀ ଜନିତ ବର୍ଷା। ଉପକୂଳ ଅଞ୍ଚଳରେ ତାତି ସାମାନ୍ୟ କମିଥିଲେ ମଧ୍ୟ ଆଭ୍ୟନ୍ତରୀଣ ଅଞ୍ଚଳରେ ତାତି ଅଧିକ ରହିଛି। ଆସନ୍ତା ୧୩ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଜାରି ରହିବ କାଳବୈଶାଖୀ ଜନିତ ବର୍ଷା।

Advertisment

ପଶ୍ଚିମବଙ୍ଗ ଓ ଏହାର ଆଖପାଖ ଅଞ୍ଚଳରେ ଘୁର୍ଣ୍ଣିବଳୟ ସୃଷ୍ଟି ହୋଇଥିବାରୁ ଓଡିଶା ଉପରକୁ ଦକ୍ଷିଣ ପଶ୍ଚିମ ଦିଗରୁ ବାୟୁ ପ୍ରବାହିତ ହେଉଛି।

ଏହା ପ୍ରଭାବରେ ରାଜ୍ୟର ଉତ୍ତର,ଦକ୍ଷିଣ ସମେତ ଉପକୂଳ ଓଡିଶାରେ ଅପରାହ୍ନ ସମୟରେ କାଳବୈଶାଖୀ ବର୍ଷା ସମ୍ଭାବନା ରହିଛି। ବର୍ଷା  ସମୟରେ  ପବନର ବେଗ ଘଣ୍ଟାକୁ ୫୦ ରୁ ୬୦ କିଲୋମିଟର ରହିବା ନେଇ ପାଣିପାଗ ବିଭାଗ ସୂଚନା ଦେଇଛି।

Advertisment
Odisha Kalabaisakhi Kalabaisakhi In Odisha
Advertisment
Advertisment