/odishatv-khabar/media/post_attachments/uploadimage/library/16_9/16_9_0/potato-2_1626504677.jpg)
potato
ବ୍ରହ୍ମପୁର : ବ୍ରହ୍ମପୁରରେ ଆଳୁ ଗୋଦାମରେ ଚଢ଼ାଉ। ସହରର ବିଭିନ୍ନ ବ୍ୟବସାୟୀ ବେଆଇନ ଭାବେ ଆଳୁ ଷ୍ଟକ୍ ରଖିଥିବା ସୂଚନା ପାଇଁ ଜିଲ୍ଲା ପ୍ରଶାସନ ଓ ଯୋଗାଣ ବିଭାଗ ପକ୍ଷରୁ ଏହି ରେଡ୍ କରାଯାଇଛି।
Advertisment
ବ୍ରହ୍ମପୁର ବଡ଼ ବଜାରସ୍ଥିତ ଦେଶୀ ବେହେରା ସାହି ଓ ହୋଲସେଲ୍ ମାର୍କେଟରେ ଏହି ଚଢ଼ାଉ କରାଯାଉଛି। ଉପିଜିଲ୍ଲାପାଳ ଓ ଜିଲ୍ଲା ଯୋଗାଣ ଅଧିକାରୀଙ୍କ ଉପସ୍ଥିତିରେ ଏହି ରେଡ୍ ଚାଲୁ ରହିଛି।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)