/odishatv-khabar/media/post_attachments/uploadimage/library/16_9/16_9_0/president_1626432815.jpg)
president
ଭୁବନେଶ୍ୱର: ଆଜିଠୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ। ରାଷ୍ଟ୍ରପତି ହେବା ପରେ କୋବିନ୍ଦଙ୍କ ଏହା ପ୍ରଥମ ଓଡ଼ିଶା ଗସ୍ତ। ଭାରତୀୟ ବାୟୁସେନାର ଏକ ସ୍ୱତନ୍ତ୍ର ବିମାନରେ ଭୁବନେଶ୍ୱରର ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ପହଞ୍ଚିଥିଲେ।
Advertisment
ରାଷ୍ଟ୍ରପତି ଭୁବନେଶ୍ୱର ବିମାନ ବନ୍ଦରେ ପହଞ୍ଚିଲା ପରେ ରାଜ୍ୟପାଳ ଏସ୍.ସି ଜମିର, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ,ପୋଲିସ ଡିଜି ଆର.ପି ଶର୍ମା, ପୋଲିସ କମିଶନର ୱାଇ.ବି ଖୁରାନିଆ, ମୁଖ୍ୟ ଶାସନ ସଚିବ ସମେତ ଅନେକ ପଦାଧିକାରୀ ତାଙ୍କୁ ସ୍ୱାଗତ ଜଣାଇଥିଲେ।
ଏହାପରେ ବିମାନ ବନ୍ଦର ପରିସରରେ ରାଜ୍ୟ ସରକାରଙ୍କ ପକ୍ଷରୁ ଗାର୍ଡ ଅଫ୍ ଅନର ଦିଆଯାଇଥିଲା।
Advertisment
Odisha
Ram Nath Kovind
President Ram Nath Kovind
Ram Nath Kovind Odisha Visit
President Ram Nath Kovind Visit Odisha
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)