Advertisment

ଓଡ଼ିଆ ନବବର୍ଷ ଅବସରରେ ଓଡ଼ିଶାବାସୀଙ୍କୁ ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀଙ୍କ ଅଭିନନ୍ଦନ

ନୂଆଦିଲ୍ଲୀ/ଭୁବନେଶ୍ୱର: ଓଡ଼ିଆ ନବବର୍ଷ ଅବସରରେ ଓଡ଼ିଶାବାସୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଆରେ ଟ୍ୱିଟ୍ କରି ଅଭିନନ୍ଦନ ଜଣାଇଛନ୍ତି। ବିଶ୍ଵର କୋଣ ଅନୁକୋଣରେ ରହୁଥିବା ମୋର ସମସ୍ତ ଓଡିଆ ବନ୍ଧୁ, ଭାଇ, ଭଉଣୀମାନଙ୍କୁ ମହାବିଷୁବ ସଂକ୍ରାନ୍ତିର ଅଭିନନ୍ଦନ। ନୂତନବର୍ଷ ଭଲ ଓ ସୁଖରେ କଟୁ । ସମୃଦ୍ଧ ଓଡିଆ ସଂସ୍କୃତିକୁ ନେଇ ଆମେ ବିଶେଷଭାବେ ଗୌରବାନ୍ଵିତ ବୋଲି ମୋଦି ଟ୍ୱିଟ୍‌ କରି କହିଛନ୍ତି। ବିଶ୍ଵର କୋଣ ଅନୁକୋଣରେ ରହୁଥିବା ମୋର ସମସ୍ତ ଓଡିଆ ବନ୍ଧୁ, ଭାଇ, ଭଉଣୀମାନଙ୍କୁ ମହାବିଷୁବ […]

author-image
Otv Khabar Bureau
ଓଡ଼ିଆ ନବବର୍ଷ ଅବସରରେ ଓଡ଼ିଶାବାସୀଙ୍କୁ ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀଙ୍କ ଅଭିନନ୍ଦନ

naveen-modi

ନୂଆଦିଲ୍ଲୀ/ଭୁବନେଶ୍ୱର: ଓଡ଼ିଆ ନବବର୍ଷ ଅବସରରେ ଓଡ଼ିଶାବାସୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଆରେ ଟ୍ୱିଟ୍ କରି ଅଭିନନ୍ଦନ ଜଣାଇଛନ୍ତି।

Advertisment

ବିଶ୍ଵର କୋଣ ଅନୁକୋଣରେ ରହୁଥିବା ମୋର ସମସ୍ତ ଓଡିଆ ବନ୍ଧୁ, ଭାଇ, ଭଉଣୀମାନଙ୍କୁ ମହାବିଷୁବ ସଂକ୍ରାନ୍ତିର ଅଭିନନ୍ଦନ। ନୂତନବର୍ଷ ଭଲ ଓ ସୁଖରେ କଟୁ । ସମୃଦ୍ଧ ଓଡିଆ ସଂସ୍କୃତିକୁ ନେଇ ଆମେ ବିଶେଷଭାବେ ଗୌରବାନ୍ଵିତ ବୋଲି ମୋଦି ଟ୍ୱିଟ୍‌ କରି କହିଛନ୍ତି।

Advertisment

ସେହିପରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ଓଡ଼ିଆରେ ଟ୍ୱିଟ୍‌ କରି ରାଜ୍ୟବାସୀଙ୍କୁ ନବବର୍ଷର ଅଭିନନ୍ଦନ ଜଣାଇଛନ୍ତି।

ପବିତ୍ର ବିଷୁବ ସଂକ୍ରାନ୍ତି ତଥା ଓଡ଼ିଆ ନବ ବର୍ଷରେ ସମସ୍ତଙ୍କୁ ମୋର ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ। ମହାପ୍ରଭୁ ଜଗନ୍ନାଥଙ୍କ ଆଶୀର୍ବାଦରୁ ନବ ବର୍ଷଟି ଆମ ସମସ୍ତଙ୍କ ପାଇଁ ସୁଖ ଓ ସମୃଦ୍ଧିର ବର୍ଷ ହେଉ ବୋଲି ମୁଖ୍ୟମନ୍ତ୍ରୀ ଟ୍ୱିଟ୍‌ କରି କହିଛନ୍ତି।

Odia New Year Naveen Patnaik News Narendra Modi Latest News
Advertisment
Advertisment